Latest Odisha News

BREAKING NEWS

Browsing Tag

looted

ଆକାଉଣ୍ଟ ବନ୍ଦ ଥିବା ମ୍ୟାସେଜ୍‌ ପଠାଇଲେ: ଲୁଟିନେଲେ ୩.୨୫ ଲକ୍ଷ ଟଙ୍କା

ବ୍ରହ୍ମପୁର:ମୋବାଇଲରେ ଷ୍ଟେଟବ୍ୟାଙ୍କ ଅଫ ଇଣ୍ଡିଆ ଆକାଉଣ୍ଟ ଅପଡେଟ କରିବାକୁ ଯାଇ ବ୍ରହ୍ମପୁରର ଦୁର୍ଗାପ୍ରସାଦ ଦେଶୀବେହେରା ୩ଲକ୍ଷ ୨୫ ହଜାର ଟଙ୍କା ଠକେଇ ଶିକାର ହୋଇଛନ୍ତି। ସାଇବର ଠକମାନେ ତାଙ୍କ ନିକଟକୁ ଆକାଉଣ୍ଟ ଅପଡେଟ କରିବାର ମେସେଜ ପଠାଇ କୌଶଳକ୍ରମରେ ତାଙ୍କ ଷ୍ଟେଟ ବ୍ୟାଙ୍କ…

ଚୋରଙ୍କ ଟାର୍ଗେଟ୍‌ରେ ଦେବାଳୟ, ଭଦ୍ରକ ପୂଜାରୀ ସାହି ଜଗନ୍ନାଥ ମନ୍ଦିରରେ ଚୋରି

ଭଦ୍ରକ: ଦିନକୁ ଦିନ ଭଦ୍ରକରେ ଲୁଟେରାଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି । ଦୋକାନବଜାର ପରେ ଚୋରଙ୍କ ଟାର୍ଗେଟ୍‌ରେ ଏବେ ଦେବାଳୟ ଭଳି ପବିତ୍ର ସ୍ଥାନ । କିଛିଦିନ ପୂର୍ବରୁ ଏକାଧିକ ଦୋକାନରେ ଲୁଟରେ ସଂପୃକ୍ତ ଅଭିଯୁକ୍ତଙ୍କୁ ଭଦ୍ରକ ପୋଲିସ ଏନକାଉଣ୍ଟର୍ କରିଥିଲା । ହେଲେ ଏବେ ମନ୍ଦିରେ ଚୋରି…

ମହଙ୍ଗା ପଡିଲା ପରିଶ୍ରା କରିବା…

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ରୋହିଣୀ ଅଂଚଳରେ ରହୁଥିବା ଜଣେ ୩୯ ବର୍ଷୀୟ ବ୍ୟବସାୟୀଙ୍କୁ ପରିଶ୍ରା କରିବା ମହଙ୍ଗା ପଡିଛି । ଆଜି ଦିଲ୍ଲୀର ସରାଇକେଲ ଖାନ ଅଂଚଳରେ ତାଙ୍କ ସହ ଘଟିଥିଲା ଅପ୍ରତ୍ୟଶିତ ଘଟଣା । ଶେଷରେ ମୂଲ୍ୟବାନ ସାମଗ୍ରୀ ଓ ଟଙ୍କା ହରାଇ ନିଜ ଭାଗ୍ୟକୁ ଦୋଷ ଦେଇଛନ୍ତି ସେହି…

[ଭିଡିଓ] ମୋବାଇଲରେ କଏଦ ଖୁଲମ୍‌ଖୋଲା ଲୁଟ୍ ମାମଲା !

କର୍ନାଟକ: ଦିନ ଦ୍ୱିପହରେ ଛୁରୀ ଦେଖାଇ ଲୁଟ୍ । ଲୁଟ୍ ସମୟରେ ରାସ୍ତା ଶୁନଶାନ୍ ନଥିଲା । ସାଧାରଣ ଦିନ ପରି ସାଧାରଣ ଲୋକେ ଯିବାଆସିବା ବି କରୁଥିଲେ । ହେଲେ କେହି ଜଣେ ଏପରି ଘଟଣାକୁ ରୋକିବା ଲାଗି ସାହାସ ଜୁଟାଇ ପାରିନଥିଲେ । ଏହି ଭିଡିଓରେ ଦୁଇଜଣ ଯୁବକ ଛୁରୀ ଦେଖାଇ ଜଣେ ବ୍ୟକ୍ତିଙ୍କୁ…

ଟ୍ରକ୍ ଅଟକାଇ ଲୁଟିନେଲେ ଦେଢ କୋଟି ମୂଲ୍ୟର ସିଗାରେଟ୍ !

ତାମିଲନାଡୁ: ରାଜରାସ୍ତାରେ ଖୁଲମଖୋଲା ବୁଲୁଛନ୍ତି ଲୁଟେରା । ଇଛା ହେଲା ତ ପ୍ରଥମେ ରେକି ଓ ପରେ ଦିନ ଦ୍ୱିପହରେ ଲୁଟ୍ । ବେଶ କିଛି ଦିନ ଧରି ତାମିଲନାଡୁରେ ଲଗାତାର ସାମ୍ନାକୁ ଆସୁଛି ମିଳୁଛି ଲୁଟତରାଜ ମାମଲା । ହେଲେ ଏଥର ଦେଢ କୋଟି ମୂଲ୍ୟର ସିଗାରେଟ୍ ଲୁଟ୍ ମାମଲା ସମସ୍ତଙ୍କୁ ଚକିତ କରିଛି…

ଟ୍ରକ୍ ଅଟକାଇ ୬ କୋଟି ମୂଲ୍ୟର ମୋବାଇଲ୍ ଫୋନ୍ ଲୁଟ୍ !

ଆନ୍ଧପ୍ରଦେଶ: ଦିନ ଦ୍ୱିପହରେ ଜାତୀୟ ରାଜପଥରେ ବଡ ଧରଣର ଲୁଟ୍ । ଟ୍ରକ୍‌ରୁ ଲୁଟେରା ଲୁଟିନେଲେ ୬କୋଟି ଟଙ୍କା ମୂଲ୍ୟର ମୋବାଇଲ୍ ଫୋନ୍ । ଏହି ମାମଲାର ପୋଲିସ ତଦନ୍ତ କରୁଥିଲାବେଳେ ଯୋଜନାବଦ୍ଧ ଭାବେ ଲୁଟ୍ ହୋଇଥିବା ସ୍ପଷ୍ଟ ହୋଇଛି । ମଙ୍ଗଳାବର ୬ରୁ ୭ଜଣ ଅଜଣା ବ୍ୟକ୍ତି ଆନ୍ଧ୍ରପ୍ରଦେଶ ଓ…