Latest Odisha News

BREAKING NEWS

Browsing Tag

Lord Jagannath

ପୁରୀ ରଥଯାତ୍ରା ବେଳେ ଉଡ଼ାଇ ପାରିବେନି ଡ୍ରୋନ୍‌, ଲାଗିଲା କଟକଣା

ପୁରୀ: ଜୁନ୍ ୨୦ରୁ ବିଶ୍ୱପ୍ରସିଦ୍ଧ ପୁରୀ ରଥ ଯାତ୍ରା । ବିଶ୍ୱ ନିୟନ୍ତାଙ୍କ ମାନବୀୟ ଲୀଳାଖେଳା ଦେଖିବାକୁ ଛୁଟିବ ପୁରୀକୁ ଭକ୍ତଙ୍କ ଧାଡ଼ି । ଡିଜିଟାଲ୍ ଯୁଗରେ ସମସ୍ତେ ଠାକୁରଙ୍କ ବଡ଼ଦାଣ୍ଡରେ ଉପସ୍ଥିତିକୁ ମୋବାଇଲ୍ ଓ କ୍ୟାମେରାରେ କଏଦ କରିବାକୁ ଆଗ୍ରହୀ । ହେଲେ ରଥଯାତ୍ରା ସମୟରେ ଆପଣ…

ଅଣସର ପିଣ୍ଡିରେ ଗୁପ୍ତନୀତି, ଆଜି ଶ୍ରୀଜିଉଙ୍କ ଫୁଲୁରି ତେଲ

ପୁରୀ : ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପଡିଛନ୍ତି ଚତୁର୍ଦ୍ଧାମୁର୍ତ୍ତି । ଅଣସର ଘରେ ଦଇତାପତି ଓ ମହାପାତ୍ର ସେବକ ମାନେ ନିଷ୍ଠାର ସହ କରୁଛନ୍ତି ଚିକିତ୍ସା। ଅଣସର ପିଣ୍ଡିରେ ଚାଲିଛି ଗୁପ୍ତନୀତି। ଜ୍ୟେଷ୍ଠ କୃଷ୍ଣ ପ୍ରତିପଦଠାରୁ ଚତୁର୍ଥୀ ତିଥି ମଧ୍ୟରେ…

ଅଣସର ସମୟରେ ସମସ୍ତ ନୈବେଦ୍ୟ ସମର୍ପଣ କରନ୍ତି ପତିମହାପାତ୍ର

ପୁରୀ: ସ୍ନାନ ପୂର୍ଣ୍ଣିମା ପରଦିନଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଅଣସର ବିଧି। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଏବେ ଚତୁର୍ଦ୍ଧାମୂର୍ତ୍ତି ଜ୍ଵରରେ ପୀଡିତ। ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ଚାଲିଛି ସେବା ପୂଜା ଓ ଉପଚାର। ଦଇତାପତି ଓ ପତିମହାପାତ୍ର ସେବକ ମହାପ୍ରଭୁଙ୍କ…

ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ଫିଟା ନୀତି, ଅଣସର ଘରେ ମହାପ୍ରଭୁଙ୍କ ଚାଲିଛି ଉପଚାର

ପୁରୀ: ଅଣସର ଘରେ ଶ୍ରୀଜିଉଙ୍କ ଚାଲିଛି ଉପଚାର। ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଅଣସର ପିଣ୍ଡିରେ ବିଜେ କରିଛନ୍ତି ଶ୍ରୀଜିଉ। ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ।…

ରଥଯାତ୍ରା ସମୟରେ ମରାମତି ହେବ ଶ୍ରୀଜୀଉଙ୍କ ରତ୍ନ ପଲଙ୍କ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ରତ୍ନ ପଲଙ୍କର ମରାମତି କରାଯିବ । ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ । ସିଂହଦ୍ୱାରର ରୂପା ଛାଉଣୀ କରିବାକୁ ମଧ୍ୟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ରତ୍ନ ପଲଙ୍କ ମରାମତି ଓ ସିଂହଦ୍ୱାରର…

ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ଭିତର ଚନ୍ଦନଯାତ୍ରା

ପୁରୀ: ଆଜିଠାରୁ ମହାପ୍ରଭୁଙ୍କର ଭିତର ଚନ୍ଦନ ନୀତି ଆରମ୍ଭ ହେଉଛି । ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା ୨୧ ଦିନ ଧରି ଅନୁଷ୍ଠିତ ହେବ । ୧୫ ତାରିଖ ଦିନ ଏକାଦଶୀ, ୧୯ ତାରିଖ ଦିନ ସାବିତ୍ରୀ ଅମାବାସ୍ୟା, ୨୪ ତାରିଖ ଦିନ ଶୀତଳ ଷଷ୍ଠୀ ଓ ୩୧ ତାରିଖ ଦିନ ରୁକ୍ମିଣୀ ବିବାହ ମହାପ୍ରଭୁଙ୍କ…

ଶ୍ରୀମନ୍ଦିରରେ ରାମାଭିଷେକ ନୀତି

ପୁରୀ : ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ଗତକାଲି ରାତିରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହୋଇଯାଇଛି । ଗତକାଲି ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିବା ପରେ ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିଥିଲେ । ଜୟବିଜୟ ଦ୍ୱାରରେ ଭୋଗ ଓ…

ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ଫାଲଗୁନ ମାସ କୃଷ୍ଣପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିର ରତ୍ନସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।…

ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ : ଆଜି ହେଉଛି ପବିତ୍ର ମାଘ ମାସ ପୂର୍ଣ୍ଣିମା  ।ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନ ଉପରେ ଏହି ବେଶ ଅନୁଷ୍ଠିତ ହେବ। ଏହି ଅବସରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ସମ୍ପନ୍ନ…

ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି, ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ଆଜି ହେଉଛି ପବିତ୍ର ପୌଷ୍ୟ ପୂର୍ଣ୍ଣିମା ।  ଏହି ତିଥିରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁ ରାଜରାଜେଶ୍ୱର ବେଶ ବା ସୁନାବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ । ମହାପ୍ରଭୂଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ଏକ ଅନନ୍ୟ ଯାତ୍ରା । ଅଧିବାସ ଗୃହରେ…