ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି, ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ
ପୁରୀ: ଆଜି ହେଉଛି ପବିତ୍ର ପୌଷ୍ୟ ପୂର୍ଣ୍ଣିମା । ଏହି ତିଥିରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁ ରାଜରାଜେଶ୍ୱର ବେଶ ବା ସୁନାବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ ।
ମହାପ୍ରଭୂଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଏହା ଏକ ଅନନ୍ୟ ଯାତ୍ରା । ଅଧିବାସ ଗୃହରେ…