Latest Odisha News

BREAKING NEWS

Browsing Tag

Low Pressure Area

ଆଇଏମଡିର ପୂର୍ବାନୁମାନ: ଆସିପାରେ ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ଆସୁଛି ପୁଣି ଏକ ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଜାନୁଆରୀ ୨୭ ସୁଦ୍ଧା ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ବୁଧବାର ଭାରତୀୟ ପାଣିପାଗ ବିଭାଗ (IMD)  ଅନୁମାନ କରିଛି । ଆଇଏମଡି ସୂଚନା ଅନୁଯାୟୀ, ପୂର୍ବ…

ବଙ୍ଗୋପସାଗରରେ କାଲି ଲଘୁଚାପ, ୨ ଦିନ ପରେ ବଢ଼ିବ ଶୀତ

ଭୁବନେଶ୍ୱର: ଶୀତରେ ଆସୁଛି ଆଉ ଏକ ଲଘୁଚାପ । ରାଜ୍ୟରେ ଶୁଖିଲା ପାଗ ଲାଗି ରହିଥିବା ବେଳେ ଆସନ୍ତାକାଲି ୧୫ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇପାରେ ଆଉ ଏକ ଲଘୁଚାପ । ଏବେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପାଣିପାଗ ବିଭାଗର ଆକଳନ…

ଆଜି ସନ୍ଧ୍ୟାରେ ଅବପାତରେ ପରିଣତ ହେବ ଲଘୁଚାପ, ୮ ସକାଳେ ବାତ୍ୟା ଛୁଇଁପାରେ ସ୍ଥଳଭାଗ

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆଜି ସନ୍ଧ୍ୟାରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ଏହା ପରେ ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି…

ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇପାରେ । ୪ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ୫ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା…

ଆସନ୍ତା ୧୮ରୁ ସାମାନ୍ୟ କମିପାରେ ଶୀତ

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ସହ ଶୁଖିଲା ପାଗ ଲାଗି ରହିଛି । ଆଗାମୀ ୪ରୁ ୫ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ରାତି ତାପମାତ୍ରା ୪ରୁ ୫ ଦିନ ଯାଏ ସ୍ୱାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ଯାଏ କମ ରହିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଅବପାତରେ ପରିଣତ ହେଲା ଲଘୁଚାପ, ୨୫ ତାରିଖରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ କ୍ରମଶଃ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ସକାଳେ ରିକର୍ଭ କରି ଉତ୍ତର-ଉତ୍ତରପଶ୍ଚିମକୁ ଗତି କରିବା ସହ ବାତ୍ୟାରେ ପରିଣତ ହେବ । ବାତ୍ୟା…

ସୃଷ୍ଟି ହେଲା ଘୂର୍ଣ୍ଣି ବଳୟ, ୨୦ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳର ୩.୧ କିମି ଯାଏ ବ୍ୟାପିଛି । ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ…

୨୦ ବେଳକୁ ବଙ୍ଗୋପସାଗରରେ ଲଘୁଚାପ, ଆରମ୍ଭ ହେବ ମୌସୁମୀ ଅପସାରଣ ପ୍ରକ୍ରିୟା !

ଭୁବନେଶ୍ୱର: ଆସୁଛି ଲଘୁଚାପ, ବର୍ଷାରେ ଭିଜିବ ଓଡ଼ିଶା । ୧୮ ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ମୁହାଁଇ ପଶ୍ଚିମକେନ୍ଦ୍ରୀୟ…

ଲଘୁଚାପ ଦୁର୍ବଳ, କାଲି ୩ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଛି । ସକ୍ରିୟ ମୌସୁମୀ ତଥା ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪.୯ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ୫.୮ ତୁଳନାରେ ୩୨୯ ପ୍ରତିଶତ ଅଧିକ ରହିଛି ।…

ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏବେ ଲଘୁଚାପଟି ଦକ୍ଷିଣପଶ୍ଚିମ ଦିଗରେ ଗତି କରୁଛି । ପ୍ରଭାବରେ ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଆଜି ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ମାଲକାନଗିରି,…