Latest Odisha News

BREAKING NEWS

Browsing Tag

Low Pressure

ଦୁର୍ବଳ ହେଉଛି ଲଘୁଚାପ, ୬ରୁ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଅନ୍ୟପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ସକ୍ରିୟ ରହିଛି । ଆଜି ଓ ଆସନ୍ତକାଲି ଓଡ଼ିଶାରେ ବର୍ଷା ଘଡ଼ଘଡ଼ି ନେଇ କୌଣସି ଚେତାବନୀ ଦେଇ ନାହିଁ…

ଲଘୁଚାପ ସକ୍ରିୟ, ଆଉ ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଉପରେ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ୨ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ । ୩ ତାରିଖରୁ ବର୍ଷାର ପରିମାଣ କମିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ପ୍ରବଳରୁ ଅତି ପ୍ରବଳ…

ଲଘୁଚାପ ସକ୍ରିୟ, ପ୍ରବଳ ବର୍ଷାରେ ୩୦ ତାରିଖ ଯାଏ ଭିଜିବ ଓଡ଼ିଶା

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ଆଗାମୀ ୫ ଦିନ ଯାଏ ପ୍ରବଳ ବର୍ଷା ହେବ । ଏନେଇ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି…

ଆସୁଛି ଆଉ ଏକ ଲଘୁଚାପ ! ୨୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ସାଗରରେ ସକ୍ରିୟ ଲଘୁଚାପ ଦୁର୍ବଳ ହୋଇଛି । ୨୪ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।…

୩ ଦିନ ଯାଏ କମିବ ବର୍ଷା, ୨୫ରୁ ପୁଣି ବଢ଼ିବ

ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହିବା ସହ ଆଉ ଏକ ଘୂର୍ଣ୍ଣିବଳୟ ସହ ଯୋଡ଼ି ହୋଇଛି । ଯାହାକି ଆଗାମୀ ୨ ଦିନ ଯାଏ ପଶ୍ଚିମ-ଉତ୍ତରପଶ୍ଚିମ…

୪୮ ଘଣ୍ଟାରେ ଲଘୁଚାପ ! ୨୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା । ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ଉତ୍ତରପଶ୍ଚିମ ବଙ୍ଗୋପାସଗର ଓ ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।…

ସୃଷ୍ଟି ହେଲା ଲଘୁଚାପ, ୫ ଦିନ ଯାଏ ବର୍ଷିବ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଆଜି ଉତ୍ତର ଓଡ଼ିଶା-ପାର୍ଶ୍ଵବର୍ତ୍ତୀ ଗାଙ୍ଗୀୟ ପଶ୍ଚିମ ବଙ୍ଗ ଉପତ୍ୟାକା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଉ ଏକ ଘୂର୍ଣ୍ଣିବଳୟ ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ…

୨ ଦିନ ପ୍ରବଳ ବର୍ଷା, ୨୭ ସକାଳ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁ ସାରିଥିବା ବେଳେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଜି ଓ ଆସନ୍ତାକାଲି ବିକ୍ଷୀପ୍ତ ବର୍ଷା ହେବାକୁ ଥିବା ବେଳେ ୨୭ରୁ ବର୍ଷାର ପରିମାଣ କମିବ ବୋଲି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୪ ଦିନ ଯାଏ ହିଟୱେଭ୍ ସହ କାଳବୈଶାଖୀ

ଭୁବନେଶ୍ୱର: ଅସହ୍ୟ ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି । ଆଜି ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହାକି ପରବର୍ତ୍ତୀ ୨୪ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ବୁଲେଟିନ୍ ଅନୁସାରେ, ୧୨ ତାରିଖ…

ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ: ସିଇସି

ଭୁବନେଶ୍ୱର: ଆରବ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଜୁନ୍ ୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଏହା ଦକ୍ଷିଣ ଓ ପୂର୍ବ ଭାରତକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ପ୍ରଭାବିତ କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର୍…