Latest Odisha News

BREAKING NEWS

Browsing Tag

Low Pressure

ଆସନ୍ତା ୪୮ ଘଣ୍ଟାରେ ଶ୍ରୀଲଙ୍କା ଆଡ଼କୁ ମାଡ଼ିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର: ଆଜି ସକାଳେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଓ୍ୱେଲ ମାର୍କଡ୍ ଲଘୁଚାପ ସୃଷ୍ଟି ହୋଇଛି । କିନ୍ତୁ ଏହା ଭାରତ ଉପକୂଳ ଆଡ଼କୁ ଅଗ୍ରସର ହେବନାହିଁ । ବଙ୍ଗୋପସାଗର ଉପରେ ଅବପାତରେ ପରିଣତ ହୋଇ ଭାରତ ମହାସାଗର ନିକଟରେ ଏହା ଘୁରିବୁଲିବ । ପରେ  ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ…

ବଙ୍ଗୋପସାଗରରେ ଲଘୁଚାପ, ସାମାନ୍ୟ କମିପାରେ ଶୀତ

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ସେପଟେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଆଣ୍ଡାମାନ ସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୧୯ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ।…

କାଲି ବଙ୍ଗୋପସାଗରରେ ଲଘୁଚାପ, ୨ ଦିନ ବିଭିନ୍ନ ଜିଲ୍ଲାରେ ଦେଖାଯିବ କୁହୁଡ଼ି

ଭୁବନେଶ୍ୱର: ରାଜ୍ୟର ପ୍ରାୟ ସବୁ ସ୍ଥାନରେ ଶୀତ ଲହରୀ ଆରମ୍ଭ ହୋଇଛି । ସେପଟେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତାକାଲି ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ନେଇ ଆକଳନ…

୨୪ ଘଣ୍ଟାରେ ଲଘୁଚାପ, ବାତ୍ୟା ହେଲେ କେଉଁଆଡ଼େ ମୁହାଁଇବ ?

ଭୁବନେଶ୍ୱର: ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଆଜି ସମାନ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁ ମଣ୍ଡଳର ମଧ୍ୟ ଭାଗ ଯାଏ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ…

୨୦ ବେଳକୁ ବଙ୍ଗୋପସାଗରରେ ଲଘୁଚାପ, ଆରମ୍ଭ ହେବ ମୌସୁମୀ ଅପସାରଣ ପ୍ରକ୍ରିୟା !

ଭୁବନେଶ୍ୱର: ଆସୁଛି ଲଘୁଚାପ, ବର୍ଷାରେ ଭିଜିବ ଓଡ଼ିଶା । ୧୮ ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ମୁହାଁଇ ପଶ୍ଚିମକେନ୍ଦ୍ରୀୟ…

ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା, ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗର ଉପକୂଳ ଓ ତତସଂଲଗ୍ନ ଉତ୍ତର ଓଡ଼ିଶାରେ ଉପରେ ଗଭୀର ଅବପାତ ସକ୍ରିୟ ରହିଛି । ଏହା ବିଗତ ୬ ଘଣ୍ଟା ହେଲା ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଗଭୀର ଅବପାତ ଦକ୍ଷିଣ ଝାଡ଼ଖଣ୍ଡର ଜାମସେଦପୁର ଠାରୁ ଦକ୍ଷିଣଦକ୍ଷିଣ-ପଶ୍ଚିମରେ…

ଲଘୁଚାପ ସକ୍ରିୟ, ୨୪ ଘଣ୍ଟାରେ ଅବପାତ ସମ୍ଭାବନା; ପ୍ରବଳ ବର୍ଷା ନେଇ ୧୯ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ବନ୍ୟା ପ୍ରକୋପ ଥମିନି । ଏପଟେ ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଆଉ ଏକ ଲଘୁଚାପ । ଆଜି ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବାଂଲାଦେଶ ଏବଂ ମିଆଁମାର ଉପକୂଳରେ ଏକ ଲଘୁଚାପ ସକ୍ରିୟ ରହିଛି । ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ…

୧୯ରୁ ଆଉ ଏକ ଲଘୁଚାପ, ହୀରାକୁଦ ଡ୍ୟାମର ୩୧ଟି ଗେଟ୍ ଦେଇ ହେଉଛି ବନ୍ୟା ଜଳ ନିଷ୍କାସନ

ଭୁବନେଶ୍ୱର: ପୁଣି ଭିଜିବ ଓଡ଼ିଶା । ୧୯ ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । ୧୮ ତାରିଖରୁ ବଢ଼ିବ ବର୍ଷାର ପରିମାଣ । ଲଘୁଚାପ ପ୍ରଭାବରେ ୨୧ ତାରିଖ ଯାଏ ବର୍ଷା ଲାଗି ରହିବା…

[ଦେଖନ୍ତୁ ଭିଡିଓ] ୧୨ ଘଣ୍ଟାରେ ଲଘୁଚାପ, ୧୫ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ । ବର୍ଷାରେ ଭିଜୁଛି ଓଡ଼ିଶା । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଆହୁରି ଘନୀଭୂତ ହୋଇ ଆସନ୍ତାକାଲି ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେବାର…

ଆଜିଠୁ ଦୁଇ ଦିନ ଭୀଷଣ ବର୍ଷା ସମ୍ଭାବନା

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ ।  ନଦୀ ଜଳସ୍ତର ଆହୁରି ବଢ଼ିବା ସହ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। https://twitter.com/mcbbsr/status/1558066698737307648 ଲଘୁଚାପ ପ୍ରଭାବରେ ଦୁଇ ଦିନ ଭୀଷଣ ବର୍ଷା ହେବ ।  ରାଜ୍ୟର ବିଭିନ୍ନ…