Latest Odisha News

BREAKING NEWS

Browsing Tag

Low Pressure

୧୩ରୁ ପୁଣି ବଢ଼ିବ ବର୍ଷା, ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଭିଜିବ ଓଡ଼ିଶା । ୧୩ରୁ ବଢ଼ିବ ବର୍ଷା । ଲଘୁଚାପ ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ଲାଗି ରହିଛି । ଅବପାତ ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ପ୍ରଭାବରେ ଆଜି ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ବରଗଡ଼, ଝାରସୁଗୁଡ଼ା,…

ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୧ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନ ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ସ୍ପଷ୍ଟ ଚିହ୍ନିତ ଲଘୁଚାପ । ଏହା ଆଗାମୀ ୧୨ ଘଣ୍ଟାରେ ଅବପାତରେ ପରିଣତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଓଡ଼ିଶା ଓ ଛତିଶଗଡ଼ ଆଡ଼କୁ ଗତି କରିବ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆଗାମୀ ୨୪…

ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ. ୧୧ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହା ପ୍ରଭାବର ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା…

ଘୂର୍ଣ୍ଣିବଳୟ ସକ୍ରିୟ, କାଲିଠୁ ଲଘୁଚାପ; ୧୦ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବର୍ଷିଲା, ଭସେଇଲା, ବୁଡ଼େଇଲା । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର…

କାଲିଠୁ ବର୍ଷାରେ ଭିଜିବ ଓଡ଼ିଶା, ୭ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ପୁଣି ବର୍ଷାରେ ଭିଜିବ ଓଡ଼ିଶା । ଫେରୁଛି ମୌସୁମୀ । ଦକ୍ଷିଣ ମୁହାଁ ମୌସୁମୀ ନିମ୍ନ ଚାପ ରେଖା ସ୍ୱାଭାବିକ ଅବସ୍ଥାନକୁ ଫେରୁଛି । ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷା ବଢ଼ିବ । ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା,…

ବଙ୍ଗୋପସାଗରରେ ଦାନା ବାନ୍ଧିବ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ବାତ୍ୟା ଅସାନି ଯାଇଛି । ଓଡ଼ିଶାରେ ବେଶୀ କିଛି ପ୍ରଭାବ ପକାଇନି । ଏବେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଆସନ୍ତା ସପ୍ତାହରେ ସୃଷ୍ଟି ହୋଇପାରେ ଲଘୁଚାପ । ମାର୍ଚ୍ଚ ୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ…

ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ : ପ୍ରବଳ ବର୍ଷା ନେଇ ନେଇ ଆଲର୍ଟ ଜାରି

ଭୁବନେଶ୍ୱର:  ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ । ଆସନ୍ତାକାଲି ସଂଧ୍ୟା ସଂଧ୍ୟା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର: ୪୮ ଘଣ୍ଟାରେ ନେବ ଅବପାତର ରୂପ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୪୮ ଘଣ୍ଟା ଭିତରେ ଏହା ଅଧିକ ସକ୍ରିୟ ହୋଇ ଅବପାତର ରୂପ ନେବ । କ୍ରମେ ଉତ୍ତର ପଶ୍ଚିମକୁ ଗତି କରି ଅବପାତରେ ପରିଣତ ହେବ । ଲଘୁଚାପ…

ବଙ୍ଗୋପସାଗରରେ ଆସୁଛି ଲଘୁଚାପ, ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର: ଆସୁଛି ଲଘୁଚାପ । ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ପଡ଼ିବନି ପ୍ରଭାବ

ଭୁବନେଶ୍ୱର: ମାର୍ଚ୍ଚ ମାସରେ ଲଘୁଚାପ । ଘୁର୍ଣ୍ଣିବଳୟ ପ୍ରଭାବରେ ବିଷୁବରେଖା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭାରତ ମହାସାଗର ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗକୁ ଏହା ଅଧିକ ଘନୀଭୂତ ହେବ । କିଛି ପାଣିପାଗ ସଂସ୍ଥାର…