Latest Odisha News
Browsing Tag

Low Pressure

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି : ୨୨ରେ ବାତ୍ୟା ରୂପ ନେବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଂଟା ଭିତରେ ଭାରତ ମହାସାଗର ଓ ତତ୍ସଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ୨୨ରେ ଏହା ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ…

ଆସୁଛି ଆଉ ଏକ ଲଘୁଚାପ, ୬ ଜିଲ୍ଲାକୁ ଏସଆରସି କଲେ ସତର୍କ

ଭୁବନେଶ୍ବର : ଦକ୍ଷିଣ ଆଣ୍ଡାମାନ ସାଗରରେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଅଧିକ ଘନୀଭୂତ ହୋଇ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ । ତେଣୁ ସମ୍ଭାବ୍ୟ ଲଘୁଚାପ ନେଇ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି…

ଆଗାମୀ ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ କେନ୍ଦ୍ର ମଙ୍ଗଳବାର ଦିନ କୋରାପୁଟ, ରାୟାଗଡା, ଗଜପତି ଏବଂ ଗଞ୍ଜାମ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଦକ୍ଷିଣ ଓଡିଶାର କିଛି ସ୍ଥାନ ଏବଂ ଉତ୍ତର ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା…

ପୁଣି ଲଘୁଚାପ ବର୍ଷା, ବଢିବ ଶୀତ

ଭୁବନେଶ୍ୱର: ପୁଣି ଲଘୁଚାପ ବର୍ଷା, ବଢିବ ଶୀତ  । ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୁର୍ଣ୍ଣିବଳୟ ରହିଛି । ଯାହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ଏହାପରେ ଅବପାତରେ ପରିଣତ ହେବ। ସେପଟେ ଖସୁଛି ତାପମାତ୍ରା…

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ । ୨୪ଘଣ୍ଟାରେ ନେଇପାରେ ଲଘୁଚାପର ରୂପ, ଉତ୍ତର ତାମିଲନାଡୁରେ ବର୍ଷା ସମ୍ଭାବନା । ରାଜ୍ୟରେ ଶୀତର ଲହର ଆରମ୍ଭ ହୋଇଥିବା ବେଳେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ । ଏହି…

୯ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପଡ଼ୋଶୀ ଅଞ୍ଚଳରେ ନଭେମ୍ବର ୯ରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଶୁକ୍ରବାର କହିଛି। ନଭେମ୍ବର ୭ରେ ସକାଳ ୮.୩୦ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟାଗଡା ଏବଂ ନବରଙ୍ଗପୁରର ଗୋଟିଏ…

ବଙ୍ଗୋପସାଗରରେ ଲଘୁଚାପ, ରାଜ୍ୟରେ ୧୬ରୁ ଦୁଇ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ…

୧୫ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବାର ଆଶଙ୍କା ଥିବାରୁ ଓଡିଶାରେ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଆଇଏମଡି କହିଛି। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର…

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ତଥା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଲଘୁଚାପ ଓ୍ୱେଲ୍ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓଡ଼ିଶା ଜିଲ୍ଲାରେ ବର୍ଷା ପରିମାଣ ଅଧିକ ରହିବ । ଆଜି ପାଇଁ…

କାଲି ସନ୍ଧ୍ୟାରେ ବଙ୍ଗୋପସାଗରରେ ଲଘୁଚାପ ହେବ, ୨୫ରୁ ଓଡ଼ିଶାରେ ବର୍ଷିବ

ଭୁବନେଶ୍ୱର: ଗତକାଲିର ଘୁର୍ଣ୍ଣିଳୟ ମିଆଁମାର ଉପକୂଳ ଓ ସଂଲଗ୍ନ ମାର୍ଟାବାନ୍ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି । ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିବ । ଆସନ୍ତାକାଲି ସନ୍ଧ୍ୟା ବେଳକୁ ଏହି ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ…