ବଙ୍ଗୋପସାଗରରେ ଡିପ୍ ଡିପ୍ରେସନ, ଆଜି ଏସବୁ ଜିଲ୍ଲାରେ ବର୍ଷା
ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ସୃଷ୍ଟି ଡିପ୍ରେସନ ଆଜି ସକାଳେ ଡିପ୍ ଡିପ୍ରେସନରେ ପରିଣତ ହୋଇଛି। ଗଭୀର ଅବପାତର ରୂପ ନେଇ ଉତ୍ତର ଓଡିଶା ଉପକୂଳର ଚାନ୍ଦବାଲି ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଆଜି ବି ରାଜ୍ୟରେ ଲାଗି ରହିବ ବର୍ଷା। ଗୋଟିଏ ଦୁଇଟି…