ଉତ୍ତର ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ୪ ଦିନ ଓଡ଼ିଶାରେ ବର୍ଷା
ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷା ହେବ । ଆଗାମୀ ୪ଦିନ ଯାଏ ବିଭିନ୍ନ ଅଞ୍ଚଳରେ…