Latest Odisha News

BREAKING NEWS

Browsing Tag

Low Pressure

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ !

ଭୁବନେଶ୍ୱର: ଆସନ୍ତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ୫ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  । ଏହି…

୧୩ ତାରିଖରେ ଆଉ ଏକ ଲଘୁଚାପ, ଏସବୁ ଜିଲ୍ଲାରେ ବର୍ଷିବ !

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଓଡ଼ିଶାରେ ମୌସୁମୀ ବାୟୁ ଅଧିକ ସକ୍ରିୟ ହେବ । ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୧୩…

୯ରେ ଆଉ ଏକ ଲଘୁଚାପ, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ରାଜସ୍ୱମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେଉଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ଆକଳନ କରାଯାଇଛି । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱମନ୍ତ୍ରୀ ସୁଦାମ ମାର୍ଣ୍ଣି । ଯଦି କେଉଁଠି ବର୍ଷା ଜନିତ ସମସ୍ୟା ଉପୁଜିଲା ତେବେ…

କାଲିଠୁ ରାଜ୍ୟରେ ବର୍ଷା, ୪ ତାରିଖରୁ ଛେଚିବ

ଭୁବନେଶ୍ୱର: ଚଳିତବର୍ଷ ଏଯାଏଁ ରାଜ୍ୟରେ ଲୁଚକାଳି ଖେଳିଛି ମୌସୁମୀ । ଶ୍ରାବଣରେ ଆକାଶରୁ ଅଗ୍ନି ବର୍ଷିଛି । ଚାଷୀର ଚିନ୍ତା ବଢ଼ିଥିବା ବେଳେ ପାଣିପାଗ ବିଭାଗ ଆଶ୍ୱସ୍ତିଖର ଖବର ଦେଇଛି । କାଲିଠୁ ରାଜ୍ୟରେ ବର୍ଷା ହେବ । ଆସନ୍ତା ସପ୍ତାହେ ମଧ୍ୟରେ ବଙ୍ଗାପସାଗରରେ ଦୁଇ ଦୁଇଟି ଲଘୁଚାପ ସୃଷ୍ଟି…

ଏପ୍ରିଲ୍ ୨୯ରେ ଲଘୁଚାପ ସମ୍ଭାବନା…

ଭୁବନେଶ୍ୱର: ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ମଧ୍ୟମ ଧରଣର ବୃଷ୍ଟିପାତ ହୋଇଥିବା ବେଳେ ଏବେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ସ୍ଥାନୀୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପର ସମ୍ଭାବନା ରହିଥିବାର ପୂର୍ବାନୁମାନ କରାଯାଇଛି । ଏହି…

ରାଜ୍ୟରେ ଲଘୁଚାପ ଜନିତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅଗାମୀ ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଥିବାର ସତର୍କ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବା ଯୋଗୁଁ ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବ ।…