Latest Odisha News
Browsing Tag

lucknow

ରାସ୍ତାକଡରେ ଛିଡା ହୋଇଥିବା ଲୋକଙ୍କ ଉପରେ ଚଢିଗଲା ଡମ୍ପର; ୬ ମୃତ

ଲକ୍ଷ୍ନୌ: ଉନ୍ନାବ ଜିଲ୍ଲାର ଲକ୍ଷ୍ନୌ-କାନପୁର ହାଇୱେ ଉପରେ ଏକ ଭୟଙ୍କର ସଡକ ଦୁର୍ଘଟଣା ଘଟିଯାଇଛି । ଭାରସାମ୍ୟ ହରାଇ ଏକ ଡମ୍ପର ରାସ୍ତା କଡରେ ଛିଡା ହୋଇଥିବା ଲୋକଙ୍କ ଉପରେ ଚଢାଇ ଦେଇଛି । ଫଳରେ ୬ ଜଣ ଲୋକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ଅନେକ ଲୋକ ଗୁରୁତର ହୋଇ ପଡ଼ିଛନ୍ତି ।…

ଶିଶୁ ଉଦ୍ୟାନରେ ଜଳୁଛି ଜୁଇ

ଲକ୍ଷ୍ନୈା: ଲକ୍ଷ୍ନୈାର ଜାନକିପୁରମ ଆବାସିକ ଅଞ୍ଚଳରେ ଏକ ଶିଶୁ ଉଦ୍ୟାନକୁ ଶ୍ମଶାନ ଭାବରେ ବ୍ୟବହାର କରାଯାଉଛି ।  ଏହି ଘଟଣାକୁ ନେଇ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ବିବାଦ ସୃଷ୍ଟି ହୋଇଛି ।  ଏହି ପାର୍କ ନିକଟରେ ରହୁଥିବା ଲୋକମାନେ ଦାବି କରିଛନ୍ତି ଯେ ନିକଟସ୍ଥ ପାହଡପୁର ଅଞ୍ଚଳର…