ରାତି ପାହିଲେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା
କଳାହାଣ୍ଡି : ରାତି ପାହିଲେ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା । ମହାମାରୀ କରୋନା ପାଇଁ ଏଥର ବିନା ଭକ୍ତରେ ହେବ ଛତର ଯାତ୍ରା । ଆଜି ରାତି ୮ଟାରୁ ଆସନ୍ତାକାଲି ଅପରାହ୍ନ ୪ଟା ପର୍ଯ୍ୟନ୍ତ ୧୪୪ ଧାରା ଜାରି ହେବ । ଭବାନୀପାଟଣା ସହରର ସମସ୍ତ ପ୍ରବେଶ ପଥକୁ ସିଲ୍ କରାଯିବ ।…