Latest Odisha News

BREAKING NEWS

Browsing Tag

madhya pradesh

ଖଣି ଖାଦାନରୁ ମିଳିଲା ୫୦ ଲକ୍ଷ ଟଙ୍କାର ହୀରା ଖଣ୍ଡ

ପାଟଣା: ଖଣି ଖାଦାନରୁ ମିଳିଲା ୧୦. ୬୯ କ୍ୟାରେଟର ହୀରା ଖଣ୍ଡ । ଯାହାର ମୂଲ୍ୟ ୫୦ ଲକ୍ଷ ଟଙ୍କା । ମଧ୍ୟପ୍ରଦେଶ ପାଟଣା ଜିଲ୍ଲା ଅନ୍ତର୍ଗତ ରାଣୀପୁର ଅଞ୍ଚଳରେ ଥିବା ଗୋଟିଏ ଖଣି ଖାଦାନରୁ ଗତକାଲି ହୀରା ଖଣ୍ଡ ମିଳିଥିଲା । ରାଣୀପୁର ଅଞ୍ଚଳରେ ଥିବା ଏହି ଖଣିକୁ ଲିଜରେ ନେଇଛନ୍ତି ୩୫ ବର୍ଷୀୟ…

ଆଜି ମଧ୍ୟପ୍ରଦେଶ ରାଜ୍ୟସଭା ନିର୍ବାଚନ: ଭୋପାଳରେ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ଶୁକ୍ରବାର ମଧ୍ୟପ୍ରଦେଶରେ ରାଜ୍ୟସଭା ନିର୍ବାଚନ ହେବାକୁ ଯାଉଥିବା ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡ଼େକରଙ୍କ ସହ ବୁଧବାର ଭୋପାଳରେ ପହଞ୍ଚିଛନ୍ତି। ରାଜ୍ୟସଭା ଆସନ ଲାଗି ବିଜେପି ଜୋରସୋରରେ…

ସଡକ ଦୁର୍ଘଟଣାରେ ୪ ଜାତୀୟସ୍ତରର ହକି ଖେଳାଳିଙ୍କ ଶୋଚନୀୟ ମୃତ୍ୟୁ

ହୌଶଙ୍ଗାବାଦ: ମଧ୍ୟପ୍ରଦେଶର ହୌଶଙ୍ଗାବାଦ ଅଞ୍ଚଳରେ ସୋମବାର ଦିନ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜାତୀୟ ସ୍ତରର ୪ ଜଣ ହକି ଖେଳାଳିଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ଟଏଲେଟରେ ସେଲଫି ନେଲେ ମିଳିବ ଟଙ୍କା, ମଧ୍ୟପ୍ରଦେଶ ସରକାରଙ୍କ ଅଜବ ନିୟମ

ଭୋପାଳ: ମଧ୍ୟପ୍ରଦେଶର କମଳନାଥ ସରକାର ବିବାହ କରିବାକୁ ଥିବା ଭାବି ଦମ୍ପତ୍ତିଙ୍କ ଲାଗି ଏକ ଅଜବ ସର୍ତ୍ତ ରଖିଛନ୍ତି। ଶୌଚାଳୟରେ ଛିଡା ହୋଇ ଯେଉଁ ଭାବି ଦମ୍ପତି ଫଟୋ ଉଠାଇବେ, ସେମାନଙ୍କୁ ସରକାରଙ୍କ ପକ୍ଷରୁ ଉପହାର ସ୍ୱରୂପ ପାଖାପାଖି ୫୧ ହଜାର ଟଙ୍କା ମିଳିବ । ଏହି ଟଙ୍କା…

ଘିଅ ନୁହେଁ, ପାଣିରେ ଜଳୁଛି ଦୀପ: କେଉଁ ମନ୍ଦିରରେ ଜାଣନ୍ତୁ !

ମଧ୍ୟପ୍ରଦେଶର ନଲଖେଡ଼ା ନିକଟସ୍ଥ କାଳିସିନ୍ଧ ନଦୀ କୂଳରେ ରହିଛି ଏକ ଅଦ୍ଭୁତ ମନ୍ଦିର। ଗଡ଼ିଆଘାଟ ମାତା ନାମରେ ପ୍ରସିଦ୍ଧ ଏହି ମନ୍ଦିରର ଏକ ଅଲୌକିକ ଘଟଣା ବିଶ୍ୱବିଖ୍ୟାତ । ମନ୍ଦିରରେ ସାଧାରଣତଃ ଲୋକେ ଘିଅ ବା ତେଲ ସହାୟତାରେ ଦୀପ ଜାଳି ଭଗବାନଙ୍କୁ ପୂଜାର୍ଚ୍ଚନା କରିଥାନ୍ତି। ମାତ୍ର…