Latest Odisha News

BREAKING NEWS

Browsing Tag

MadhyaPradesh Election

କଂଗ୍ରେସକୁ ସରକାର କରାଇ ନ ଦେବାକୁ ଏମପିରେ ବିଜେପିର ପ୍ଲାନ ‘ବି’!

ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟର ଭୋଟ ଗଣତି ସହ ଫଳାଫଳ ଆସିବାକୁ ଆଉ ମାତ୍ର ମଝିରେ ତିନି ଦିନ ବାକି ରହିଛି। ଯାହାକୁ ନେଇ ନିର୍ବାଚନ କମିଶନଙ୍କ ସମେତ ବିଭିନ୍ନ ଦଳଗୁଡିକ ପ୍ରସ୍ତୁତ ହେଉଛନ୍ତି। ସେପଟେ ଫଳାଫଳ ଆସିବା ପରେ ସୃଷ୍ଟି ହେବାକୁ ଥିବା ସ୍ଥିତିକୁ ନେଇ ପ୍ରମୁଖ ରାଜନୈତିକ ଦଳ…

ତେଲେଙ୍ଗାନା, ଏମପି, ଛତିଶଗଡରେ ଜିତିବ କଂଗ୍ରେସ !

ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟର ବିଧାନସଭା ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ଚାରୋଟି ରାଜ୍ୟର ମତଦାନ ଶେଷ ହୋଇଛି। କେବଳ ଦକ୍ଷିଣୀ ରାଜ୍ୟ ତେଲେଙ୍ଗାନାର ମତଦାନ ବାକି ରହିଛି। ସେପଟେ ଆସନ୍ତା ମାସ ତିନି ତାରିଖରେ ଗଣତି ହେବା ସହ ସବୁ ରାଜ୍ୟର ଫଳାଫଳ ପ୍ରକାଶ ପାଇବ। କିନ୍ତୁ ତା…

ବିଦ୍ରୋହୀ ଚାହିଁଲେ ଜିତିବ ବିଜେପି !

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଚଳିତ ମାସ ୧୭ ତାରିଖରେ ଭୋଟଗ୍ରହଣ ହେବାକୁ ଥିବାବେଳେ ଭିନ୍ନ ଭିନ୍ନ ରଣନୀତି ନେଇ ପ୍ରମୁଖ ଦଳ କାର୍ଯ୍ୟ କରୁଛନ୍ତି। ଉଭୟ ପ୍ରମୁଖ ଦଳ ବିଜେପି ଓ କଂଗ୍ରେସକୁ ଘାରିଛି ବିଦ୍ରୋହୀ ଚିନ୍ତା। ଯେଉଁ ପ୍ରମୁଖ ନେତାମାନେ ଟିକେଟ ପାଇ ନାହାନ୍ତି ସେମାନଙ୍କ ମଧ୍ୟରୁ କିଛି…

ଏମପିରେ କମଳନାଥଙ୍କ ତନ୍ତ୍ର ସାଧନାରେ ‘ବଳି’ ପଡିବେ ଶିବରାଜ !

ଭୁବନେଶ୍ୱର: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଲଢେଇ ତୀବ୍ରତର ହେବାରେ ଲାଗିଛି। ନିର୍ବାଚନରେ ଶାସକ ବିଜେପିକୁ ମାତ ଦେବାକୁ କଂଗ୍ରେସ ଲାଗିପଡିଛି। ଏହି କ୍ରମରେ ଦଳକୁ କ୍ଷମତାକୁ ଆଣିବାକୁ ଦଳ ଭିନ୍ନ ଭିନ୍ନ କୌଶଳ ଆପଣାଉଥିବା ଦେଖିବାକୁ ମିଳିଛି। ଏହି ଅବସରରେ କଂଗ୍ରେସକୁ କ୍ଷମତାକୁ…

ଏମପିରେ କଂଗ୍ରେସକୁ ଜିତାଇଦେବ ଲୋଭନୀୟ ‘ବଚନପତ୍ର’!

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା ପରେ ମଧ୍ୟପ୍ରଦେଶରେ କଂଗ୍ରେସ ନିଜର ବହୁ ପ୍ରତୀକ୍ଷିତ ଇସ୍ତାହାର ଜାରି କରିଛି। ବଚନ ପତ୍ର ନାଁ ରେ କଂଗ୍ରେସ ପକ୍ଷରୁ ଆଗାମୀ ନିର୍ବାଚନ ପାଇଁ ଇସ୍ତାହାର ଜାରି କରାଯାଇଛି। ଭୋପାଳରେ ପିସିସି ସଭାପତି କମଳନାଥ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ…

ଏପମିରେ ଜାତିକୁ ନେଇ ବିଜେପିକୁ ଖେଳାଉଛି କଂଗ୍ରେସ !

ଭୁବନେଶ୍ୱର: ମଧ୍ୟପ୍ରଦେଶରେ କଂଗ୍ରେସ ଜାତି ପ୍ରସଙ୍ଗକୁ ନେଇ ବିଜେପିକୁ ଘେରିବାକୁ ଯୋଜନା କରିଛି। ଏମପିରେ ବିଜେପି ଏ ପର୍ଯ୍ୟନ୍ତ ଚାରୋଟି ପର୍ଯ୍ୟାୟରେ ୧୩୬ ସିଟ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଲାଣି। ସେସବୁ ସିଟରେ ଜାତିଗତ ଆଧାରକୁ ନେଇ କଂଗ୍ରେସ ବିଜେପିକୁ ଘେରିବାକୁ ସବୁ ପ୍ରସ୍ତୁତି…

‘ଏମପିରେ ନିର୍ବାଚନ କଟକଣା’, ହେଲିକ୍ୟାପ୍ଟର ଉଡାଇଲେ ୨ ଲକ୍ଷ,ମିଠା ଖୁଆଇଲେ ୪୯୫!

ଭୁବନେଶ୍ୱର: ନିର୍ବାଚନ ତାରିଖ ଘୋଷଣା ହେବା ପରେ ମଧ୍ୟପ୍ରଦେଶରେ ଜୋରଦାର ପ୍ରଚାର ଦେଖିବାକୁ ମିଳିଛି। ହାତରେ ସମୟ ଅଳ୍ପ ଥିବାରୁ ବିଭିନ୍ନ ରାଜନୈତିକ ଦଳର ପ୍ରମୁଖ ନେତାମାନେ ଭିନ୍ନ ଭିନ୍ନ ରଣନୀତି ସହ କାର୍ଯ୍ୟକୁ ତ୍ୱରାନ୍ୱିତ କରୁଛନ୍ତି। ଏଭଳି ସ୍ଥିତିରେ ନିର୍ବାଚନ ଆୟୋଗ ମଧ୍ୟ ସ୍ଵଛ…

ଏମପିରେ ଆପ ନିର୍ବାଚନ ଲଢୁଛି, କିନ୍ତୁ କଂଗ୍ରେସ ପାଇଁ ପ୍ରଚାର କରୁଛି !

ଭୁବନେଶ୍ୱର: ଇଣ୍ଡିଆ ମେଣ୍ଟର ପ୍ରମୁଖ ସଦସ୍ୟ ହେଲେ ମଧ୍ୟ ଆମ ଆଦମୀ ପାର୍ଟି ଆଗାମୀ ବିଧାନସଭା ନିର୍ବାଚନରେ ମଧ୍ୟପ୍ରଦେଶ, ଛତିଶଗଡ଼ରେ ସବୁ ଶକ୍ତି ଖଟାଇ ଲଢୁଛି। ଉଭୟ ରାଜ୍ୟରେ କଂଗ୍ରେସ ଓ ବିଜେପି ମଧ୍ୟରେ ଲଢେ଼ଇ ହୁଏ। ତେଣୁ ଇଣ୍ଡିଆ ମେଣ୍ଟର ଅନ୍ୟତମ ପ୍ରମୁଖ ଦଳ କଂଗ୍ରେସ ବିଜେପିକୁ…