Latest Odisha News

BREAKING NEWS

Browsing Tag

madhyapradesh politics

ଏମପିରେ ବିଜେପିକୁ ଜିତାଇ ନ ଦେବା ପାଇଁ କଂଗ୍ରେସର ପ୍ଲାନ ଏବିସିଡି !

ଭୁବନେଶ୍ୱର: ରାତି ପାହିଲେ ଭୋଟ ଗଣତି। ଏମପିରେ ପ୍ରସ୍ତୁତି ଜୋରଦାର ଚାଲିଛି। ସେପଟେ ଉଭୟ ପ୍ରମୁଖ ଦଳ ବିଜେପି ଓ କଂଗ୍ରେସ ଜିତିବା ଦାବି ସହ ସରକାର ଗଢିବାକୁ ପ୍ରସ୍ତୁତ ହେଉଛନ୍ତି। ଏ ଭିତରେ କଂଗ୍ରେସ ପକ୍ଷରୁ ନିର୍ବାଚନ ଦାୟିତ୍ୱରେ ଥିବା ନେତାଙ୍କ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଛି। ସରକାର…

ଏମପିରେ ଆଗୁଆ ପୋଷ୍ଟାଲ ଭୋଟ ଗଣି ଫସିଗଲା ପ୍ରଶାସନ !

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଆଗୁଆ ପୋଷ୍ଟାଲ ଵାଲଟ ଖୋଲିବା ପ୍ରସଙ୍ଗକୁ ନେଇ ବିବାଦ ଥମିବାର ନାଁ ଧରୁନି। ଏମପିର ଵାଲାଘାଟରେ ଘଟିଥିବା ଏହି ଘଟଣାକୁ ନେଇ ରାଜନୀତି ତୀଵ୍ର ହେବା ସହ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯାଉଛି। ଏହି ଘଟଣା ପାଇଁ ଏସଡିଏମ ଗୋପାଳ ସୋନିଙ୍କୁ ନିଲମ୍ବିତ କରାଯାଇଛି।…

ଏମପିରେ ଜିତିବ ବୋଲି ଆଗୁଆ ଆକ୍ସନ ନେଲାଣି କଂଗ୍ରେସ !

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ମତଦାନ ଶେଷ ହେବା ପରେ ଆକ୍ସନ ମୋଡ଼କୁ ଆସିଛି କଂଗ୍ରେସ। ଦଳ ବିରୋଧି କାମ କରିଥିବା ନେତାଙ୍କ ସମେତ ଯେଉଁ କର୍ମଚାରୀ ମାନେ କଂଗ୍ରେସ ପ୍ରାର୍ଥୀଙ୍କ ବିରୋଧରେ କାମ କରିଛନ୍ତି ସେମାନଙ୍କ ତଥ୍ୟ ସଂଗ୍ରହ କରୁଛି ଦଳ। ନଭେମ୍ବର ୩୦ ତାରିଖ ସୁଦ୍ଧା ପ୍ରାର୍ଥୀମାନେ…

‘ରେକର୍ଡସଂଖ୍ୟକ ମତଦାନ ଏମପିରେ ପରିବର୍ତ୍ତନ ସ୍ପଷ୍ଟ ସଂକେତ’

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ୨୩୦ ବିଧାନସଭା ସିଟରେ ୨୫୩୩ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ ହୋଇଛି। ଏଥର ରେକର୍ଡ ସଂଖ୍ୟକ ମତଦାନ ହୋଇଛି। ଏମପିରେ ମତଦାନ ପ୍ରତିଶତ ୭୬ ରୁ ଅଧିକ ହୋଇଛି। ଯାହାକୁ ନେଇ ଭିନ୍ନ ଭିନ୍ନ ଆକଳନ ହେଉଛି। ଏମପିରେ ବିଜେପି ସରକାର ଥିବାବେଳେ କଂଗ୍ରେସ ଏଠାରେ…

ମୋଦି କହିଲେ ଖଡଗେ ରିମୋଟ କଣ୍ଟ୍ରୋଲରେ ପରିଚାଳିତ, ପ୍ରିୟଙ୍କା ମାରିଦେଲେ ରାମଙ୍କ ତୀର!

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ଏବେ ଜମୁଛି ପ୍ରଚାର। ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ହେଭିୱେଟ ମାନଙ୍କ ଭିଡ଼ ଜମୁଛି। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀଙ୍କୁ ଏମପିରେ ଦେଖିବାକୁ ମିଳିଛି। ମୋଦି ଦମୋହ ବିଧାନସଭା କ୍ଷେତ୍ରରେ…

ପ୍ରିୟଙ୍କା ଗର୍ଜିଲେ, ଶାହା ବୁଝାଇଲେ!

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ମୁହାଁମୁହିଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ। ବିଧାନସଭା ନିର୍ବାଚନ ପାଇଁ ମଧ୍ୟପ୍ରଦେଶରେ ଏଥର କଡା ଫାଇଟ ଦେଖିବାକୁ ମିଳୁଛି। କଂଗ୍ରେସକୁ ମିଳିଥିବା ଝଟକାର ପ୍ରତିଶୋଧ ନେବାକୁ ଦଳ ପକ୍ଷରୁ ଜୋରଦାର ଉଦ୍ୟମ…

ଏମପିରେ ହେମାମାଳିନୀଙ୍କୁ ନଚାଇ ଫସିଗଲେ ଗୃହମନ୍ତ୍ରୀ !

ଭୁବନେଶ୍ୱର: ମଧ୍ୟପ୍ରଦେଶରେ ବିଜେପିର ପିଛା ଛାଡ଼ୁନି ବିବାଦ। ଦଳର ପ୍ରାର୍ଥୀ ଘୋଷଣା ପରେ ଦଳୀୟ ନେତାଙ୍କ ଭିତରେ ବିଦ୍ରୋହ ଏବେ ବି ଜାରି ରହିଛି। ଏ ଭିତରେ ପ୍ରଚାର ବେଳେ ଏମପିର ଗୃହମନ୍ତ୍ରୀ ନରୋତ୍ତମ ମିଶ୍ରାଙ୍କର ଏକ ମନ୍ତବ୍ୟକୁ ନେଇ ବଡ଼ ବିବାଦ ଛିଡା ହୋଇଛି। ପୂର୍ବରୁ ଜଣେ ଆଦିବାସୀଙ୍କ…

ବିଜେପିକୁ ଭୋଟ ଦେବା ପାଇଁ ମୋଦି ଲେଖିଲେ ଚିଠି, କଂଗ୍ରେସ କହିଲା ହାରିବା ଭୟ ଘାରିଛି !

ଭୁବନେଶ୍ୱର: ବିଧାନସଭା ନିର୍ବାଚନ ପାଇଁ ମଧ୍ୟପ୍ରଦେଶରେ ରାଜନୈତିକ ବାତାବରଣ ସରଗରମ ହେଉଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଚିଠିକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏମପିରେ ଟିକେଟ ବଣ୍ଟନକୁ ନେଇ ବିଜେପିରେ ବିଦ୍ରୋହ ଚାଲିଥିବା ବେଳେ ଏବେ କଂଗ୍ରେସ ୨୩୦ ସିଟ ମଧ୍ୟରୁ ୨୨୯ ସିଟ ପାଇଁ ପ୍ରାର୍ଥୀ ଘୋଷଣା…

ନିର୍ବାଚନ ଜିତିବାକୁ ଏମପିରେ ‘ମାଗଣା’ ଲଢେଇ!

ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟର ନିର୍ବାଚନ ତାରିଖ ଘୋଷଣା ହେବା ସହ ରାଜନୀତି ଚଳଚଂଚଳ ହୋଇଛି। ନିର୍ବାଚନର ବହୁ ପୂର୍ବରୁ ରାଜନୈତିକ ଦଳଗୁଡିକ ପ୍ରଚାର ପ୍ରସାର ଆରମ୍ଭ କରିସାରିଛନ୍ତି। କିନ୍ତୁ ଏବେ ନିର୍ବାଚନ ତାରିଖ ଘୋଷଣା ପରେ କେଉଁ ରାଜ୍ୟରେ ରାଜନୈତିକ ସ୍ଥିତି କଣ ହେବ ତାକୁ ନେଇ…

ଏମପିରେ ପରିସ୍ରା ଯୋଗୁ ବିଜେପି ଟିକେଟ କାଟିଲା, ଏବେ ଶୁକ୍ଳା ହେବେ ସ୍ୱାଧୀନ ପ୍ରାର୍ଥୀ!

ଭୁବନେଶ୍ୱର: ଛିଡୁନି ମଧ୍ୟପ୍ରଦେଶରେ ବିଜେପିର ଟିକେଟ ଅଡୁଆ। ଆଗାମୀ ନିର୍ବାଚନ ପାଇଁ ଦଳ କେନ୍ଦ୍ରମନ୍ତ୍ରୀ ଓ ସାଂସଦଙ୍କୁ ଟିକେଟ ଦେଇ ନୂଆ ଏକ୍ସପେରିମେଂଟ କରିଥିବା ବେଳେ ବହୁ ସିଟରେ ବିରୋଧ ଓ ବିଦ୍ରୋହ ଦେଖିବାକୁ ମିଳିଛି। ଏମପିର ଏମିତି ଏକ ଚର୍ଚ୍ଚିତ ସିଟକୁ ନେଇ ଏବେ ଜୋରଦାର ଚର୍ଚ୍ଚା।…