ମାଘମେଳା ନିମନ୍ତେ ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଜାରି
ପୁରୀ: ଚଳିତ ବର୍ଷ କୋଭିଡ୍ କଟକଣା ମଧ୍ୟରେ ଚନ୍ଦ୍ରଭାଗା ମେଳା ଅନୁଷ୍ଠିତ ହେବ । ଜନ ସମାଗମରୁ କରୋନା ବ୍ୟାପିବାର ଆଶଙ୍କା ଥିବାରୁ କୋଣାର୍କ ଥାନା ଅଧିନସ୍ଥ ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଜାରି କରାଯାଇଛି । ଆସନ୍ତା ୧୮ ତାରିଖ ଦିନ ୧୧ଟାରୁ ୧୯ ତାରିଖ ଦିନ ଗୋଟାଏ ପର୍ଯ୍ୟନ୍ତ ଏହି…