Latest Odisha News

BREAKING NEWS

Browsing Tag

Maha Shivratri

ବାବା ଆଖଣ୍ଡଳମଣି ପୀଠରେ ଜାଗର, ୪ଟି ପଞ୍ଚାୟତ ଲୋକଙ୍କୁ ଦର୍ଶନ ଅନୁମତି

ଭଦ୍ରକ: ମହାଶିବରାତ୍ରି ଉତ୍ସବ ମୁଖରିତ ଭଦ୍ରକ ଜିଲ୍ଲା ଆରଡିର ବାବା ଆଖଣ୍ଡଳମଣିଙ୍କ ପୀଠ । କୋଭିଡ୍ କଟକଣାରେ ଆରଡ଼ିରେ ପାଳିତ ହେଉଛି ଜାଗର ଯାତ୍ରା । ଏଥର କେବଳ ୪ଟି ପଞ୍ଚାୟତର ଲୋକଙ୍କୁ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବାକୁ ଅନୁମତି ମିଳିଛି । ଆଜି ଭୋର ୪ଟାରେ ପହୁଡ ଖୋଲା ହେବା ପରେ…

ଜାଗର ପାଇଁ ଗାଇଡଲାଇନ୍‌ ଜାରି, କୋଭିଡ୍ ପ୍ରୋଟକଲ ପାଳନ ନିର୍ଦ୍ଦେଶ

ଭୁବନେଶ୍ୱର : ମହାଶିବରାତ୍ରୀ ଜାଗର ଲାଗି ସ୍ୱତନ୍ତ୍ର ରିଲିଫ କମିଶନର(SRC) ଗାଇଡଲାଇନ୍ ଜାରି କରିଛନ୍ତି। ମନ୍ଦିର, ମେଳା ଓ ଉତ୍ସବରେ ଏକାଠି ହେବା ବେଳେ କୋଭିଡ୍ ପ୍ରୋଟକଲ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ରାଜ୍ୟରେ କୋଭିଡ ସଂକ୍ରମଣର ହ୍ରାସ ପାଇଛି। ତେଣୁ ମହାଶିବରାତ୍ରୀ ଅବସରରେ…

ଲିଙ୍ଗରାଜଙ୍କ ଜାଗର ଯାତ୍ରାକୁ ନେଇ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

ଭୁବନେଶ୍ବର : ଆସନ୍ତା ୧ ତାରିଖରେ ପବିତ୍ର ମହାଶିବରାତ୍ରି । ଏଥିପାଇଁ ଲିଙ୍ଗରାଜ ମନ୍ଦିରରେ ଜାଗର ପାଳନ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦୁଇ ଦୁଇଟି ସମନ୍ବୟ ବୈଠକ ସହ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ଼ର ସେବାୟତଙ୍କୁ ନେଇ ପୃଥକ ଆଲୋଚନା ହୋଇଛି…

କୋଭିଡ କଟକଣାରେ ପାଳନ ହେବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଶିବରାତ୍ରି

ଭୁବନେଶ୍ବର : ମହାପ୍ରଭୁ ଲିଙ୍ଗରାଜଙ୍କ ମହାଶିବରାତ୍ରି ନେଇଅନୁଷ୍ଠିତ ହୋଇଛି ଟ୍ରଷ୍ଟ ବୋର୍ଡର ଗୁରୁତ୍ବପୂର୍ଣ୍ଣ ବୈଠକ । ଏଥର ମଧ୍ୟ ଗତବର୍ଷ ଭଳି କୋଭିଡ କଟକଣାରେ ପାଳନ ହେବ ମହାଶିବରାତ୍ରି । ରାତି ୧୦ଟାରେ ଉଠିବ ଲିଙ୍ଗରାଜଙ୍କ ମହାଦୀପ । ଶାନ୍ତି ଶୃଙ୍ଖଳାର ସହ ଜାଗର ଯାତ୍ରା ପାଇଁ…

ଭୋର୍ ୫ଟା ୨୦ରେ ଉଠିଲା ବାବା ଲୋକନାଥଙ୍କ ପୀଠରେ ମହାଦୀପ

ପୁରୀ: ଶାନ୍ତିଶୃଙ୍ଖଳାର ସହ ପୁରୀରେ ଶେଷ ହୋଇଛି ପବିତ୍ର ଜାଗର ଯାତ୍ରା । ବାବା ଲୋକନାଥ ପୀଠରେ ଭୋର ୫ଟା ୨୦ ମିନିଟରେ ମହାଦୀପ ଉଠିଥିଲା । ମହାଦୀପକୁ ଦର୍ଶନ କରିଛନ୍ତି ହଜାର ହଜାର ଭକ୍ତ । ସେତିକିବେଳେ ମନ୍ଦିର ପରିସରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ହରିବୋଲ ଓ ହୁଳହୁଳିରେ…

ଲିଙ୍ଗରାଜ ମନ୍ଦିର ଭିତରେ ଦୀପ ଜାଳିବାକୁ ଭକ୍ତଙ୍କୁ ଅନୁମତି, ଭିଡ଼ ହେଲେ କଟକଣା

ଭୁବନେଶ୍ୱର: ମହାଶିବରାତ୍ରିରେ ଲିଙ୍ଗରାଜଙ୍କ ମନ୍ଦିର ଭିତରେ ଦୀପ ଜାଳି ପାରିବେ ଭକ୍ତ । ଏଥିପାଇଁ ଅନୁମତି ଦେଇଛି ପ୍ରଶାସନ । କିନ୍ତୁ ଅଧିକ ଭିଡ଼ ହେଲେ କଟକଣା ଲାଗିବ । କୋଭିଡ୍ ଗାଇଡଲାଇନ୍ ମାନି ମନ୍ଦିର ଭିତରେ ଦୀପ ଜାଳିବା ପାଇଁ ଭକ୍ତଙ୍କୁ ଅନୁମତି ଦିଆଯାଇଛି । ଯଦି ଅଧିକ ଭିଡ ହେବ ଓ…

ଜାଗରରେ ମନ୍ଦିରରେ ଗହଳି ମନା, ଲାଗିବନି ମେଳା: ଜାରି କଲେ କଟକଣା

ଭୁବନେଶ୍ୱର: ଆଉ ଦିନକ ପରେ ମହାଶିବରାତ୍ରି । ତାପୂର୍ବରୁ ରାଜ୍ୟରେ ଜାଗର ଯାତ୍ରା ନେଇ କଟକଣା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଏବର୍ଷ ରାଜ୍ୟର ଶିବାଳୟ ପରିସର ଓ ବାହାରେ ଗହଳି ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ମେଳା ବସିବା ଉପରେ କଟକଣା ଜାରି ହୋଇଛି । ଜାଗରଯାତ୍ରା…