ଏହି ଅମାବାସ୍ୟାର ନାମ କାହିଁକି ‘ମହାଳୟା’ ?
ଭୁବନେଶ୍ୱର : ଆଜି ପବିିତ୍ର ମହାଳୟା । ଆଶ୍ୱିନ ମାସର ଅମାବାସ୍ୟା ‘ମହାଳୟା’ଅମାବାସ୍ୟା ଭାବରେ ପରିଚିତ ଓ ପ୍ରସିଦ୍ଧ। ଏହି ଅମାବାସ୍ୟାର ନାମ କାହିଁକି ‘ମହାଳୟା’, ତାହାର ଅନେକ ତାତ୍ପର୍ଯ୍ୟ ରହିଛି । ‘ମହତାଂ ଆଳୟଃ ମହାଳୟଃ’। ଅର୍ଥାତ୍ ମହାନ ପୁରୁଷମାନଙ୍କର ଆଳୟ ହେଉଛି ମହାଳୟ ।
ଏହି…