ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ ଦକ୍ଷତା ବିକାଶ ପ୍ରକଳ୍ପ ପାଇଁ ବୁଝାମଣା ସ୍ବାକ୍ଷର
ଭୁବନେଶ୍ବର : ମହାନଦୀ କୋଲ୍ ଫିଲ୍ଡ ଓ ସେଣ୍ଟ୍ରାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ପେଟ୍ରୋକେମିକାଲ୍ସ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ମଧ୍ୟରେ ସ୍ବାକ୍ଷରିତ ହୋଇଛଇ ଏମଓୟୁ । ସିଏସ୍ଆର୍ ପଦକ୍ଷେପ ଅନୁଯାୟୀ ଖଣି ଅଞ୍ଚଳର ପାରିପାର୍ଶ୍ବିକ ଗ୍ରାମର ଯୁବକଙ୍କୁ ଦକ୍ଷତା ବିକାଶ ତାଲିମ ପ୍ରଦାନ ପାଇଁ…