Latest Odisha News

BREAKING NEWS

Browsing Tag

Mahanadi Flood

ମହାନଦୀରେ ଆସିବ ମଧ୍ୟମ ଧରଣ ବନ୍ୟା

ସମ୍ବଲପୁର: ମହାନଦୀରେ ଆସିବ ମଧ୍ୟମ ଧରଣର ବନ୍ୟା । ବନ୍ୟା ଆସିଲେ ମଧ୍ୟ ପଡିବନି ବିଶେଷ ପ୍ରଭାବ । ଏବେ ହୀରକୁଦରେ ଜଳସ୍ତର ୬୨୮ ଦଶମିକ ୭୯ଫୁଟ ରହିଛି । ୨୮ଟି ଗେଟ ଦେଇ ଛଡ଼ାଯାଉଛି ପାଣି । ବୈତରଣୀର ଆଖୁଆପଦାରେ ୧୮ ଦଶମିକ ୦୬ ମିଟର, ବ୍ରାହ୍ମଣୀ ଜେନାପୁରରେ ୨୦ ଦଶମିକ ୨୪ ମିଟର ଜଳସ୍ତର…

ମାଡ଼ି ଆସୁଛି ମହାନଦୀର ବନ୍ୟା ପାଣି, ହୀରାକୁଦର ୨୮ଟି ଗେଟ୍ ଖୋଲା

କଟକ: ଉପରମୁଣ୍ଡରେ ବର୍ଷା ଓ ହୀରାକୁଦରୁ ପାଣି ଛାଡ଼ିବା ପରେ ମହାନଦୀରେ ଆସୁଛି ବଢ଼ି । ଏବେ ହୀରାକୁଦ ଜଳ ଭଣ୍ଡାରରେ ଯେତିକି ଜଳ ପ୍ରବେଶ କରୁଛି ସେତିକି ନିଷ୍କାସିତ ବି ହେଉଛି । ଏବେ ଡ୍ୟାମ୍ ଭିତରକୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୪ଲକ୍ଷ ୮୭ ହଜାର ୨୦୩ କ୍ୟୁସେକ୍ ବନ୍ୟା ପାଣି । ସମାନ…

ବନ୍ଦ ହେଲା ହୀରାକୁଦର ଆଉ ୪ଟି ଗେଟ୍, ୩୬ ଗେଟ୍ ଖୋଲା

ସମ୍ୱଲପୁର: ଉପରମୁଣ୍ଡରେ ଛତିଶଗଡ଼ରେ କମିଛି ବର୍ଷା ପରିମାଣ । ହୀରାକୁଦ ଡ୍ୟାମକୁ ଜଳ ପ୍ରବେଶ କମିଛି । ଜଳଭଣ୍ଡାରର ଆଉ ୪ଟି ଗେଟ୍ ବନ୍ଦ କରାଯାଇଛି । ଏବେ ୩୬ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ହୀରାକୁଦ ଡ୍ୟାର ଜଳ ଧାରଣ କ୍ଷମତା ୬୩୦ ଫୁଟ ରହିଛି । ବର୍ତ୍ତମାନ ଜଳ ପତ୍ତନ ରହିଛି…

ବିପଦ ସଙ୍କେତ ଉପରେ ମହାନଦୀ ଓ ଜଳକା

ଭୁବନେଶ୍ୱର: ବଢୁଛି ମହାନଦୀ । ଜଳସ୍ତର ବଢ଼ିବାରେ ଲାଗିଛି । ବିପଦ ସଙ୍କେତ ଟପିଛି ମହାନଦୀ । ଜଳକା ନଦୀ ବି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଏହି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ମହାନଦୀ କଟକ ନରାଜଠାରେ ବିପଦ ସଙ୍କେତ ପାର୍ କରିଛି । ନରାଜରେ ବିପଦ ସଙ୍କେତ ୨୬.୪୧…