ଚପଲ ଓ ଫୋନ୍ ରଖି ମହାନଦୀକୁ ଡେଇଁପଡିଲେ ମହିଳା
କଟକ: କଟକ ଜୋବ୍ରା ବ୍ୟାରେଜରୁ ରବିବାର ଦିନ ଜଣେ ମହିଳା ମହାନଦୀକୁ ଡେଇଁ ପଡିଥିବା ଜଣାପଡିଛି।
ସୂଚନାନୁସାରେ, ସେ ବ୍ୟାଗ, ଚପଲ ଏବଂ ମୋବାଇଲ୍ ଫୋନ୍ ରଖି ନଦୀକୁ ଡେଇଁପଡିଛନ୍ତି। ତାଙ୍କୁ ମତ୍ସ୍ୟଜୀବୀ ଓ ସ୍ଥାନୀୟ ଲୋକ ମିଶି ଉଦ୍ଧାର କରିଥିଲେ। ଯାହାପରେ ତାଙ୍କୁ ଏସସିବି ମେଡିକାଲରେ…