Latest Odisha News

BREAKING NEWS

Browsing Tag

Mahanga

କୁଳମଣି ବରାଳଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ: ଧର୍ମେନ୍ଦ୍ର ପ୍ରଧାନ

କଟକ: ମାହାଙ୍ଗାରେ ଦିବଙ୍ଗତ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏମାନଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ ବୋଲି ଆଜି ଶ୍ରଦ୍ଧାଂଜଳି ସଭାରେ ଯୋଗ ଦେଇ ସେ କହିଛନ୍ତି । ସ୍ୱର୍ଗତ କୁଳମଣି ବରାଳ…

ମାହାଙ୍ଗାରେ ବିଜେପି ନେତାଙ୍କୁ ହତ୍ୟା

ଭୁବନେଶ୍ୱର : ରାଜନୈତିକ ଶତ୍ରୁୁତାରୁ ମାହାଙ୍ଗାରେ ହତ୍ୟାକାଣ୍ଡ । ହତ୍ୟାର ଶିକାର ହୋଇଛନ୍ତି ମାହାଙ୍ଗାର ବିଜେପି ନେତା ତଥା ମହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି। ସୂଚନା ଅନୁୟାୟୀ, କୁଅଳମଣି ନିଜର ଜଣେ ସହେଯାଗୀଙ୍କ…