Latest Odisha News

BREAKING NEWS

Browsing Tag

Mahanga Murder Case

ମାହାଙ୍ଗା ମର୍ଡର କେସରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିଜେପି ରାଜ୍ୟ ପ୍ରଭାରୀ

କଟକ: ମାହାଙ୍ଗାରେ ବିଜେପି ନେତା ଓ ସହଯୋଗୀଙ୍କୁ ହତ୍ୟା ଘଟଣାରେ ରାଜନୀତି ଜୋର ଧରିଛି । ଆଜି ନୃର୍ତ୍ତାଙ୍ଗରେ ବିଜେପି ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ପ୍ରେସମିଟ୍ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ଦୁର୍ନୀତିରେ ରାଜ୍ୟ ସରକାର ବୁଡ଼ି ରହିଛନ୍ତି । ବର୍ଷେ ତଳେ ବିକାଶ…

ମାହାଙ୍ଗା ଡବଲ ମର୍ଡର ଘଟଣାରେ ହତ୍ୟାକାଣ୍ଡ ଭିଆଇଥିବା ସ୍ୱୀକାର କଲା ମୁଖ୍ୟ ଅଭିଯୁକ୍ତ

କଟକ: କଟକ ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଅଭିଯୁକ୍ତ ପଞ୍ଚାନନ ସେଠୀ ହତ୍ୟା କରିଥିବା ସ୍ୱୀକାର କରିଛି । ଆଜି କୋର୍ଟ ଚାଲାଣ ବେଳେ ପଞ୍ଚାନନ କହିଛି ଯେ, କୁଳମଣି ଓ ତାଙ୍କ ପୁଅ ତାକୁ ଲଙ୍ଗଳା କରି ଆକ୍ରମଣ କରିଥିଲେ । ଏହି ରାଗରେ ସେ ଏହି…

ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆଉ ଜଣେ ଅଭିଯୁକ୍ତ ଗିରଫ

କଟକ: ମାହାଙ୍ଗାରେ ବିଜେପି ନେତା ଓ ସହଯୋଗୀଙ୍କୁ ହତ୍ୟା ମାମଲାରେ ଗିରଫ ହୋଇଛନ୍ତି ଆଉ ଜଣେ ଅଭିଯୁକ୍ତ । ତାକୁ ବାନ୍ଧିଛି କଟକ ଗ୍ରାମାଞ୍ଚଳ ପୋଲିସ । ହତ୍ୟାକାଣ୍ଡ ଘଟଣାରେ ଗିରଫ ଅଭିଯୁକ୍ତ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ବିଜେପି ନେତାଙ୍କୁ ହତ୍ୟା ମାମଲାରେ ଗତକାଲି ୪ଜଣଙ୍କୁ ଗିରଫ କରିଥିଲା…

ମାହାଙ୍ଗା ଡବଲ୍ ମର୍ଡର: ମୁଖ୍ୟ ଅଭିଯୁକ୍ତ ସମେତ ଚାରି ଜଣ ଅଟକ, ଅଜ୍ଞାତ ସ୍ଥାନରେ ଜେରା

କଟକ: ମାହାଙ୍ଗାରେ ବିଜେପି ନେତା କୁଳମଣି ବରାଳ ଓ ସହଯୋଗୀଙ୍କୁ ନିର୍ମମ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ସମେତ ଚାରି ଜଣ ଅଟକ । ସେମାନଙ୍କୁ ଅଟକ ରଖିଛି କଟକ ଗ୍ରାମାଞ୍ଚଳ ପୋଲିସ । ସମସ୍ତ ଅଭିଯୁକ୍ତଙ୍କୁ ଅଜ୍ଞାତ ସ୍ଥାନରେ ଜେରା ଚାଲିଛି । ଘଟଣାର ଦୁଇ ଦିନ ପରେ ଅଭିଯୁକ୍ତଙ୍କୁ ଠାବ କରିବା…