Latest Odisha News

BREAKING NEWS

Browsing Tag

MAHAPRASAD

ଟପରେ ରାନ୍ଧି କୁଡ଼ୁଆରେ ଭର୍ତ୍ତି କରୁଥିଲେ ଅନ୍ନ, ଡାଲମା… ମହାପ୍ରସାଦ କହି ବିକିଥାନ୍ତେ !

ପୁରୀ: ଅଣସରରେ ଠାକୁର । ଶ୍ରୀମନ୍ଦିରରେ ହେଉନି ଯଥେଷ୍ଟ ଅବଢ଼ା ବା ମହାପ୍ରସାଦ । ଯାହାର ସୁଯୋଗ ନେଇ କିଛି ଅସାଧୁ ଲୋକ ବାହାରେ ରୋଷେଇ କରି ମହାପ୍ରସାଦ କହି ବିକ୍ରି କରୁଥିବା ଅଭିଯୋଗ ହୋଇଛି । ଚାରିପଟେ ଟେଣ୍ଟ କପଡ଼ା ଦିଆଯାଇ ଟପରେ ରୋଷେଇ ଚାଲିଛି । ରୋଷେଇ ସରିବା ପରେ ଅନ୍ନ, ଡାଲମା,…

ଗର୍ଭଗୃହକୁ ଯିବେ ଓ ମହାପ୍ରସାଦ ସେବନ କରିବେ ରାଷ୍ଟ୍ରପତି

ପୁରୀ : ଆସନ୍ତା ୧୦ ତାରିଖରେ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସକାଳେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ପୁରୀ ଆସି ସିଂହଦ୍ଵାର ନିକଟରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ।…

ମହାପ୍ରସାଦ ଦରକୁ ନେଇ ଭକ୍ତ ଅସନ୍ତୋଷ

ପୁରୀ : ଧର୍ମ ଓ ପୂଣ୍ୟର ମାସ କାର୍ତ୍ତିକ ମାସ। ଶ୍ରୀମନ୍ଦିରରେ ଲାଗି ରହିଛି ଗହଳି ଚହଳି। କାର୍ତ୍ତିକ ମାସରେ ଶ୍ରୀମନ୍ଦିର ଯେତିକି ଭିଡ଼ ହୋଇଥାଏ ତା ଠାରୁ ବେଶୀ ଆନନ୍ଦ ବଜାରରେ ଗହଳି ହୋଇଥାଏ  । କାରଣ କାର୍ତ୍ତିକ ମାସରେ ମହାପ୍ରସାଦର ଚାହିଦା  ବେଶୀ ରହିଥାଏ। କିନ୍ତୁ ଏବେ ମହାପ୍ରସାଦ…

ଆଜିଠୁ ସବୁଦିନ ଜଗା ଦର୍ଶନ, ଆନନ୍ଦବଜାରରେ ଅବଢ଼ା ଖାଇପାରିବେ ଭକ୍ତ

ପୁରୀ: ଆଜିଠୁ ସବୁଦିନ ଜଗା ଦୁଆର ଖୋଲା । ଆଜିଠାରୁ ସବୁ ଦିନ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରି ପାରିବେ ଭକ୍ତ । ରବିବାର ବି ମନ୍ଦିର ଖୋଲା ରହିବ । ସକାଳ ୬ଟାରୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ । କୋଭିଡ୍ ଗାଇଡଲାଇନ୍ ମାନି ମାସ୍କ ପିନ୍ଧି ହାତ ସାନିଟାଇଜ୍ କରିବା ପରେ ସିଂହଦ୍ୱାର…

ମହାଲକ୍ଷ୍ମୀଙ୍କର ସ୍ଵତନ୍ତ୍ର ରୋଷଶାଳା କାହିଁକି ?

ଶ୍ରୀଜୀଉଙ୍କ ମହାପ୍ରସାଦ ସମ୍ପର୍କରେ ସ୍ଵତନ୍ତ୍ର ଉପସ୍ଥାପନା ମା' ମହାଲକ୍ଷ୍ମୀ ଜଣେ କୂଳୀନ କୂଳବଧୂର ଭୂମିକା ଓ କର୍ତ୍ତବ୍ୟ ସାରା ସଂସାରକୁ ଦେଖାଇଦିଅନ୍ତି । କୈ।ଣସି ଘରେ ଜଣେ ଗୃହିଣୀ ନିଜ ପତି ଏବଂ ଅନ୍ୟ ପରିବାର ସଦସ୍ୟଙ୍କର ଖାଦ୍ୟପେୟ କଥା ନଵୁଝି, ନିଜ ପାଇଁ କୈ।ଣସି ଖାଦ୍ୟର ବ୍ୟବସ୍ଥା…

ମହାପ୍ରସାଦର ମହାପରମ୍ପରା

ଶ୍ରୀଜୀଉଙ୍କ ସମ୍ପର୍କରେ ସ୍ୱତନ୍ତ୍ର ଉପସ୍ଥାପନା ଶ୍ରୀକ୍ଷେତ୍ରରେ ଜଗନ୍ନାଥ ମହାପ୍ରଭୁ ସମ୍ପୂର୍ଣ୍ଣ ମାନବୀୟ ଲୀଳାରେ ଶ୍ରୀମନ୍ଦିରରେ ଉପସ୍ଥିତ । ଖାଲି ମାନବୀୟ ନୁହେଁ ରାଜକୀୟ ମଧ୍ୟ । ତେଣୁ ଏଠି, ମହାପ୍ରଭୁଙ୍କ ପ୍ରସାଦ ଯାହା “ମହାପ୍ରସାଦ” ନାମରେ ଖ୍ୟାତ ତାହା ପିଠାପଣାଠାରୁ ଆରମ୍ଭ କରି…

ଜାଣନ୍ତୁ, ମହାପ୍ରଭୁଙ୍କ ରୋଷଘରର ଆଶ୍ଚର୍ଯ୍ୟଜନକ କଥା !

(ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ କୁମାର ଭୀମସେନଙ୍କ ନିୟମିତ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ) ମହାପ୍ରଭୁ ଜଗତର ନାଥ ଜଗନ୍ନାଥଙ୍କର ଏ କ୍ଷେତ୍ର ହେଉଚି ଭୋଜନ କ୍ଷେତ୍ର । ଯେତେ ଦେଉଥିବୁ ସେତେ ଖାଉଥିବି ନ ସୁଖିବ ମୋର ହାତ, ଲୋକେ କହୁଥିବେ ଖାଇବା ଠାକୁର ନୀଳାଚଳେ…