Latest Odisha News

BREAKING NEWS

Browsing Tag

Maharashtra Politics

ସୁପ୍ରିମକୋର୍ଟଙ୍କୁ ମହାରାଷ୍ଟ୍ର ବାଚସ୍ପତିଙ୍କ ଚ୍ୟାଲେଞ୍ଜ!

ଭୁବନେଶ୍ୱର: ମହାରାଷ୍ଟ୍ର ରାଜନୀତିରେ ଆକ୍ଷେପ ପ୍ରତିଆକ୍ଷେପ ପର୍ବ ତୀଵ୍ର ହୋଇଛି। ପ୍ରତି ମୁହୂର୍ତ୍ତରେ ନୂଆ ରୂପ ନେଉଥିବା ମହାରାଷ୍ଟ୍ର ରାଜନୀତିରେ ନେତାଙ୍କ ମନ୍ତବ୍ୟକୁ ଆନ୍ଦୋଳନ ଆରମ୍ଭ ହୋଇଛି। ଉଦ୍ଧବ ଠାକରେଙ୍କ ମନ୍ତବ୍ୟକୁ ନେଇ ବିଜେପି ରାସ୍ତାକୁ ଓଲ୍ହାଇଛି। ମହାରାଷ୍ଟ୍ର…

ମହାରାଷ୍ଟ୍ର ରାଜନୀତି, ହାତ ଛାଡ଼ିଦେବେ ସାଥୀ, ଏକା ହୋଇଯିବେ ସିନ୍ଦେ!

ଭୁବନେଶ୍ୱର: ମହାରାଷ୍ଟ୍ର ରାଜନୀତିରେ ପ୍ରତି ମୁହୂର୍ତ୍ତରେ କିଛି କିଛି ପରିବର୍ତ୍ତନ ହୋଇଚାଲିଛି। ଆଗକୁ ମହାରାଷ୍ଟ୍ର ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ବିଭାଗ ବଣ୍ଟନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମନ୍ତ୍ରୀମଣ୍ଡଳରେ ଅଜିତ ପାୱାର…

ମହାରାଷ୍ଟ୍ରରେ ବିଜେପିର ପ୍ରେସର ଗେମ, ସିନ୍ଦେ ନିଜେ ଛାଡି ପଳାଇବେ!

ଭୁବନେଶ୍ୱର: ମହାରାଷ୍ଟ୍ରରେ ହରଡ଼ଘଣାରେ ପଡିଛନ୍ତି ଏକନାଥ ସିନ୍ଦେ। ସିନ୍ଦେ ବିଜେପି ସରକାରରେ ଅଜିତ ପାୱାର ଗୋଷ୍ଠୀଙ୍କ ଏଣ୍ଟ୍ରି ପରେ ସିନ୍ଦେ ଗୋଷ୍ଠୀ ବିଧାୟକ ଓ ନେତାମାନଙ୍କ ଭିତରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ସେଥିପାଇଁ ବିଜେପି ନେତା ତଥା ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର…

ଫଡନାଭିଶଙ୍କ ‘ପାୱାର’ ଗେମ, ଫସିଗଲେ ସିନ୍ଦେ!

ଭୁବନେଶ୍ୱର: ମହାରାଷ୍ଟ୍ରରେ ରାଜନୀତି ଦିନକୁ ଦିନ ଗୋଳମାଳିଆ ହେଉଛି। ଏନସିପିର ଦୁଇ ଗୋଷ୍ଠୀ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶରଦ ପାୱାର ନା ଅଜିତ ପାୱାରଙ୍କ ମଧ୍ୟରେ କାହା ସପକ୍ଷରେ ଅଧିକ ବିଧାୟକ ଅଛନ୍ତି ତାକୁ ନେଇ ବଳ କସିଛନ୍ତି ଉଭୟ ନେତା। ସେପଟେ ଅଜିତ ପାୱାର ଗୋଷ୍ଠୀ ସରକାରରେ ସାମିଲ…

ମହାରାଷ୍ଟ୍ରରେ ବିଜେପିକୁ ଘାରିଲା ହାରିବା ଭୟ !

ଭୁବନେଶ୍ୱର: ଦେଶର ପ୍ରମୁଖ ଦଳଗୁଡିକର ନଜରରେ ମହାରାଷ୍ଟ୍ର। ରାଜ୍ୟର ରାଜନୈତିକ ସମୀକରଣ ବଦଳୁଥିବା ବେଳେ ବିଆରଏସ ଭଳି ଅନ୍ୟ କିଛି ପ୍ରମୁଖ ଦଳ ମଧ୍ୟ ମହାରାଷ୍ଟ୍ରରେ ଏଣ୍ଟ୍ରି ମାରିଲେଣି। ସେପଟେ ସିନ୍ଦେ ବିଜେପି ମେଣ୍ଟ ଓ ଏମଭିଏ ମେଣ୍ଟ ମଧ୍ୟରେ ଲଢେ଼ଇ ମଧ୍ୟ ତୀଵ୍ର ହେଉଛି। ଏଭଳି…

ଦଳବଳ ନେଇ ପଟୁଆରରେ ମହାରାଷ୍ଟ୍ର ପଳେଇଲେ କେସିଆର !

ଭୁବନେଶ୍ୱର: ତେଲେଙ୍ଗାନାର ଭାରତ ରାଷ୍ଟ୍ର ସମିତିର ବହୁ ପ୍ରଭାବୀ ନେତା କଂଗ୍ରେସରେ ସାମିଲ ହୋଇଛନ୍ତି। ଆଗକୁ ଥିବା ବିଧାନସଭା ନିର୍ବାଚନରେ ତେଲେଙ୍ଗାନାରେ କେସିଆରଙ୍କ ବିଆରଏସକୁ କଡା ଟକ୍କର ଦେବା ପାଇଁ କଂଗ୍ରେସ ଓ ବିଜେପି ସଜବାଜ ହେଉଛନ୍ତି। ଏପରିକି କଂଗ୍ରେସ ମହାସଚିବ ପ୍ରିୟଙ୍କା…

ଗଦ୍ଦାର କିଏ, ଉଦ୍ଧବ ନା ସିନ୍ଦେ?

ଭୁବନେଶ୍ୱର: ପ୍ରତିଷ୍ଠା ଦିବସରେ ଶକ୍ତି ପ୍ରଦର୍ଶନ ପରେ ଏବେ ଅନ୍ତଃରାଷ୍ଟ୍ରୀୟ ଗଦ୍ଦାର ଦିବସ ପ୍ରସଙ୍ଗକୁ ନେଇ ମହାରାଷ୍ଟ୍ରରେ ଶିବସେନାର ଉଭୟ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଗତବର୍ଷ ଆଜିର ଦିନରେ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ୪୦ ବିଧାୟକ ଉଦ୍ଧବଙ୍କ ବିରୋଧରେ ବିଦ୍ରୋହ କରିଥିଲେ।…

ଲଢୁଛି ଶିବସେନା, ଦେଖୁଛି ବିଜେପି !

ଭୁବନେଶ୍ୱର: ଚଳଚଞ୍ଚଳ ହେଉଛି ମହାରାଷ୍ଟ୍ର ରାଜନୀତି। ଗୋଟିଏ ପଟେ ଶିବସେନାର ପ୍ରତିଷ୍ଠା ଦିବସକୁ ଉଦ୍ଧବ ଗୋଷ୍ଠି ଓ ସିନ୍ଦେ ଗୋଷ୍ଠି ଅଲଗା ଅଲଗା ପାଳନ କରିଛନ୍ତି। ଉଭୟ ଗୋଷ୍ଠି ଏହି ଅବସରରେ ନିଜର ପାୱାର ସୋ କରିଛନ୍ତି। କିନ୍ତୁ ସେପଟେ ଜଣଙ୍କ ପରେ ଜଣେ ନେତା ଉଦ୍ଧବଙ୍କ ହାତ ଛାଡିବାରେ…

କଂଗ୍ରେସକୁ ମହାରାଷ୍ଟ୍ରରେ ଜିତାଇବେ ସିଦ୍ଦରମେୟା!

ଭୁବନେଶ୍ୱର: କର୍ଣ୍ଣାଟକ ବିଜୟଧାରାକୁ ଅନ୍ୟଆଡେ ବ୍ୟାପକ କରିବା ପାଇଁ କଂଗ୍ରେସ ସ୍ୱତନ୍ତ୍ର ରଣନୀତି ସହ ଆଗଉଛି। ଏହି ଅବସରରେ କର୍ଣ୍ଣାଟକର ପଡୋଶୀ ଓ ଅନ୍ୟତମ ସମୃଦ୍ଧ ରାଜ୍ୟ ମହାରାଷ୍ଟ୍ର ଉପରେ ଦଳର ନଜର ପଡିଛି। ସେଥିପାଇଁ କର୍ଣ୍ଣାଟକ ନିର୍ବାଚନରେ ସଫଳତା ଦେଇଥିବା ନେତାଙ୍କୁ ନେଇ…

୧୯ ରେ ଲଢ଼ିବେ ସିନ୍ଦେ, ଉଦ୍ଧବ

ଭୁବନେଶ୍ୱର: ଚଳିତ ମାସ ୧୯ ତାରିଖରେ ମହାରାଷ୍ଟ୍ରରେ ମହଲଢ଼େଇ ଦେଖିବାକୁ ମିଳିବ। ୧୯ ତାରିଖରେ ଶିବସେନାର ପ୍ରତିଷ୍ଠା ଦିବସ ହୋଇଥିବାରୁ ସିନ୍ଦେ ଓ ଉଦ୍ଧବ ଗୋଷ୍ଠୀ ଶକ୍ତି ପ୍ରଦର୍ଶନ ପାଇଁ ପ୍ରସ୍ତୁତ ହେଉଛନ୍ତି। ପୂର୍ବ ବର୍ଷ ଦୁଇ ଗୋଷ୍ଠୀ ଅଲଗା ଅଲଗା ଦଶହରା ରାଲି କରି ମୁହାଁମୁହିଁ…