Latest Odisha News

BREAKING NEWS

Browsing Tag

Maharashtra

ଶିବସେନାରେ ବିଦ୍ରୋହ: ବଢୁଛି ସିନ୍ଦେଙ୍କ ଶକ୍ତି, ଦୁର୍ବଳ ହେଉଛି ଉଦ୍ଧବ ଶିବିର

ମୁମ୍ବାଇ: ଶିବସେନା ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପରେ ଏବେ ବିଧାୟକ ସିନ୍ଦେଙ୍କ ଶକ୍ତି ଲଗାତର ଭାବେ ବଢି ଚାଲିଛି। ସ୍ଥିତି ଏମିତି ଯେ ଏବେ ଶିବସେନାର ଅଧିକାଂଶ ବିଧାୟକ ସିନ୍ଦେଙ୍କ ସମର୍ଥନରେ ରହିଥିବା ବେଳେ ଉଦ୍ଧବଙ୍କ ସମର୍ଥନରେ ୧୩ ବିଧାୟକ ରହିଥିବା ସୂଚନା ରହିଛି।…

[ଦେଖନ୍ତୁ ଭିଡିଓ] ଉଦ୍ଧବଙ୍କ ଅଢ଼େଇ ବର୍ଷ… କ’ଣ ପାଇଲେ, କ’ଣ ହରାଇଲେ ?

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ଘଡ଼ିକେ ଛୁଟୁଛି ଘୋଡ଼ା । ସରକାର ଗଠନ ପାଇଁ ଯେତିକି ଡ୍ରାମା ହୋଇଥିଲା ଏବେ କ୍ଷମତା ବଞ୍ଚାଇବାକୁ ବେଶ୍ କସରତ କରିବାକୁ ପଡ଼ୁଛି । ଏକନାଥ ସିନ୍ଦେଙ୍କ ଚାଲରେ ଫସି ଯାଇଥିବା ଉଦ୍ଧବ ସରକାର ବଞ୍ଚାଇବାକୁ ପ୍ରୟାସ କରୁଛନ୍ତି । କିନ୍ତୁ ଅନ୍ୟପଟେ ଉଦ୍ଧବ…

ମହାରାଷ୍ଟ୍ରରେ ସରକାର ଗଢ଼ିବାକୁ ସମସ୍ତ ଦିଗ ଉପରେ ନଜର ରଖିଛୁ : ପୂର୍ବତନ ମନ୍ତ୍ରୀ

ମୁମ୍ବାଇ: ମଙ୍ଗଳବାର ସନ୍ଧ୍ୟାରେ ମହାରାଷ୍ଟ୍ରର ଜଣେ ବରିଷ୍ଠ ବିଜେପି ନେତା କହିଛନ୍ତି ଯେ ତାଙ୍କ ଦଳ ରାଜ୍ୟରେ ସରକାର ଗଠନର ସମ୍ଭାବନା ଖୋଜୁଛି। ଶିବସେନା ନେତା ଏକନାଥ ସିନ୍ଦେଙ୍କ ବିଦ୍ରୋହ ଯୋଗୁଁ ଶାସକ ମହା ବିକାଶ ଅଘାଡିରେ ସଙ୍କଟ ଦେଖାଦେଇଥିବା ବେଳେ ଦଳୀୟ ନେତାମାନେ ରଣନୀତି ପ୍ରସ୍ତୁତ…

ମହାରାଷ୍ଟ୍ରର ମନ୍ତ୍ରୀ ଅନୀଲ ପରବଙ୍କୁ ସମନ୍ କଲା ଇଡି, ବୁଧବାର ହାଜର ହେବାକୁ ନିର୍ଦ୍ଦେଶ

ମୁମ୍ବାଇ: ମହାରାଷ୍ଟ୍ରର ମହା ବିକାଶ ଅଘାଡି ମେଣ୍ଟ ସରକାରର ମନ୍ତ୍ରୀ ଅନିଲ ପରବଙ୍କୁ ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଜି) । ଆସନ୍ତାକାଲି ତାଙ୍କୁ ଏକ ମନି ଲଣ୍ଡରିଂ ମାମଲାରେ ଜେରା କରିବାକୁ ସମନ କରିଛି ଇଡି । ମହାରାଷ୍ଟ୍ରର ରତ୍ନାଗିରିରେ ଥିବା ଡାପୋଲି ରିସୋର୍ଟର ମନି ଲଣ୍ଡରିଂ…

[ଦେଖନ୍ତୁ ଭିଡିଓ] କୂଅରୁ ମିଳିଲା ୨୦୦ ବର୍ଷ ତଳର ପୁରୁଣା ପଥର, ଶିବଲିଙ୍ଗ କହି ଲୋକେ କରୁଛନ୍ତି ପୂଜା

ମୁମ୍ବାଇ: ଜ୍ଞାନବ୍ୟାପୀ ମସଜିଦରୁ କଥିତ ଶିବଲିଙ୍ଗ ମିଳିବା ନେଇ ଦେଶବ୍ୟାପୀ ବିବାଦ ଥମିନି । ଆଉ ଏବେ ମହାରାଷ୍ଟ୍ରର ୱାଶିମ୍ ଜିଲ୍ଲା କରଞ୍ଜ ସହରର ଏକ କୂଅରୁ ମିଳିଥିବା ନୂଆ ପଥରକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ଏହି ସ୍ୱତନ୍ତ୍ର ପଥରକୁ ପୂଜାରୀ ଶିବଲିଙ୍ଗ କହୁଥିବା ବେଳେ ଲୋକେ…

ମହାରାଷ୍ଟ୍ର ଯାଉଥିଲେ ନେଗେଟିଭ ଆରଟିପିସିଆର ରିପୋର୍ଟ ବାଧ୍ୟତାମୂଳକ

ମୁମ୍ବାଇ: ମହାରାଷ୍ଟ୍ର ଯାଉଥିଲେ ବ୍ୟକ୍ତିଙ୍କୁ ନେଗେଟିଭ ଆରଟିପିସିଆର ଟେଷ୍ଟ ରିପୋର୍ଟ ଦେଖାଇବାକୁ ପଡ଼ିବ। ଆଉ ଏହି ଟେଷ୍ଟ ମହାରାଷ୍ଟ୍ରରେ ପ୍ରବେଶ କରିବାର ୪୮ ଘଣ୍ଟା ପୂର୍ବର ହୋଇଥିବା ଆବଶ୍ୟକ। ଏହି ନିୟମ ପରିବହନର ସମସ୍ତ ମାଧ୍ୟମ ପାଇଁ ପ୍ରଯୁଜ୍ୟ। ସମ୍ବେଦନଶୀଳ ଅଞ୍ଚଳରୁ ଅର୍ଥାତ…

ବ୍ଲାକ୍ ଫଙ୍ଗସ୍ ନେଉଛି ୫୦ ପ୍ରତିଶତ ଆକ୍ରାନ୍ତଙ୍କ ଜୀବନ, ମହାରାଷ୍ଟ୍ର ଓ ଗୁଜରାଟ ବେଶି ପ୍ରଭାବିତ

ନୂଆଦିଲ୍ଲୀ: ଦେଶ କରୋନା ସହ ଲଢ଼ୁଛି । ଏବେ ଦେଶରେ ୩୦ ଲକ୍ଷରୁ ଅଧିକ ସକ୍ରିୟ ସଂକ୍ରମିତ ଅଛନ୍ତି । କରୋନା ମହାମାରୀ ବେଳେ ବ୍ଲାକ୍ ଫଙ୍ଗସ୍ ଚିନ୍ତାର କାରଣ ପାଲଟିଛି । କରୋନା ଲକ୍ଷଣ ଥିବା ଲୋକଙ୍କ ଠାରେ ମ୍ୟୁକରମାଇକୋସିସ୍ ବା ବ୍ଲାକ ଫଙ୍ଗସ୍ ଲକ୍ଷଣ ଦେଖାଯାଉଛି । ମହାରାଷ୍ଟ୍ର, ଗୁଜରାଟ ଓ…

ମଦ ମିଳିଲାନି ବୋଲି ପିଇଦେଲେ ସାନିଟାଇଜର, ୭ ଶ୍ରମିକ ମୃତ

ମୁମ୍ବାଇ: ମହାରାଷ୍ଟ୍ରର ୟବତମାଳର ୱାନିରେ ୭ ଜଣ ଶ୍ରମିକଙ୍କ ମୃତ୍ୟୁ ସାନିଟାଇଜର ପିଇବାରୁ ହୋଇଛି । ସୂଚନା ଅନୁସାରେ ମହାରାଷ୍ଟ୍ରରେ ଲକଡାଉନ୍ ପାଇଁ ମଦ ଦୋକାନ ବନ୍ଦ ରହିଛି । ଫଳରେ ଏମାନଙ୍କୁ ମଦ ମିଳିନଥିଲା । ମଦ ନମିଳିବାରୁ ସାନିଟାଇଜର ପିଇ ଦେଇଥିଲେ । ପୋଲିସ ସୂଚନା ଅନୁସାରେ,…

ପଦରୁ ଇସ୍ତଫା ଦେଲେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ 

ମୁମ୍ବାଇ:  ମହାରାଷ୍ଟ୍ର ଗୃହମନ୍ତ୍ରୀଙ୍କ ଇସ୍ତଫା । ସିବିଆଇ ଯାଂଚ ନିର୍ଦ୍ଦେଶ ପରେ ପଦରୁ ଇସ୍ତଫା ଦେଇଛନ୍ତି ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନୀଲ ଦେଶମୁଖ । ଆଜି ଅନୀଲଙ୍କ ନାମରେ ଥିବା ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇ ଯାଞ୍ଚ ନିର୍ଦ୍ଦେଶ ଦେଇଥିଲେ । ଏହାର କିଛି ସମୟ ମଧ୍ୟରେ…

ଚିନ୍ତା ବଢ଼ାଉଛି ସଂକ୍ରମଣ, ମହାରାଷ୍ଟ୍ରର ୮ ଜିଲ୍ଲାରେ ଲକଡାଉନ୍

ମୁମ୍ବାଇ: ଦେଶରେ କେତେକ ରାଜ୍ୟରେ କରୋନା ସଂକ୍ରମଣ ପୁଣି ପୂର୍ବ ଭଳି ବଢ଼ି ଚାଲିଛି । ଏହି ତାଲିକାରେ ସବୁଠୁ ଆଗରେ ମହାରାଷ୍ଟ୍ର ଓ କେରଳ ଅଛନ୍ତି । ସଂକ୍ରମଣ ମାମଲା ବଢ଼ୁଥିବାରୁ ପୁଣି ଚିନ୍ତା ବଢ଼ିଛି । ମହାରାଷ୍ଟ୍ରରେ ସଂକ୍ରମଣକୁ ରୋକିବା ଲାଗି ଉଦ୍ଧବ ସରକାର ୮ଟି ଜିଲ୍ଲାରେ ସମ୍ପୂର୍ଣ୍ଣ…