Latest Odisha News

BREAKING NEWS

Browsing Tag

Maharashtra

ଲ୍ୟାଣ୍ଡଫଲ୍ କଲା ନିସର୍ଗ

ମୁମ୍ବାଇ: ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମ ‘ନିସର୍ଗ’ ମହାରାଷ୍ଟ୍ର ଉପକୂଳରେ ସ୍ଥଳଭାଗ ଛୁଇଁଛି । ଏବେ ଏହି ବାତ୍ୟା ଆଗାମୀ କିଛି ଘଣ୍ଟା ମଧ୍ୟରେ ମୁମ୍ବାଇ ଉପକୂଳ ପହଞ୍ଚିବା ସହିତ ସୁରଟରେ ଏହାର ପ୍ରଭାବ ଅନୁଭୁତ ହେବ । Maharashtra: Trees uprooted in Palghar as landfall effect…

ସାମୁଦ୍ରିକ ଝଡ଼ ‘ନିସର୍ଗ’: ମୁକାବିଲା ନିମନ୍ତେ ଏନସିଏମସିର ବୈଠକ

ନୂଆଦିଲ୍ଲୀ: କ୍ୟାବିନେଟ ସଚିବ ରାଜୀବ ଗୌବା ସାମୁଦ୍ରିକ ଝଡ଼ ‘ନିସର୍ଗ’ ମୁକାବିଲା ନିମନ୍ତେ ରାଜ୍ୟ ଓ କେନ୍ଦ୍ରୀୟ ମନ୍ତ୍ରଣାଳୟ/ଏଜେନ୍ସିଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କରିବା ଲାଗି ଜାତୀୟ ବିପର୍ଯ୍ୟୟ ପ୍ରଶମନ ସମିତି (ଏନସିଏମସି)ର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରିଥିଲେ । ଭାରତୀୟ ପାଣିପାଗ…

ମୁମ୍ବାଇରେ ୨୫୦ ପୋଲିସ୍ କରୋନା ପଜିଟିଭ୍ ଚିହ୍ନଟ: ପୋଲିସ କମିଶନର୍‌

ମୁମ୍ବାଇ: ଏପର୍ଯ୍ୟନ୍ତ ପାଖାପାଖି ୨୫୦ ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ସୂଚନା ପ୍ରଦାନ କରିଛନ୍ତି ମୁମ୍ବାଇ ପୋଲିସ କମିଶନର୍ ପରମ ବୀର ସିଂହ । କରୋନା ଆକ୍ରାନ୍ତ ହୋଇଥିବା ଏହି ସମସ୍ତ ପୋଲିସ କର୍ମଚାରୀମାନଙ୍କ ମଧ୍ୟରେ ଅଧିକାଂଶ ରୋଗୀଙ୍କର କୌଣସି ଲକ୍ଷଣ…

ଲକ୍‌-ଡାଉନ୍‌ରେ କୂଅ ଖୋଳିପକାଇଲେ ଦମ୍ପତ୍ତି !

ମହାରାଷ୍ଟ୍ର: ମାତ୍ର ୨୧ଦିନରେ ୨୫ ଫୁଟର କୂଅ ଖୋଳିଲେ ଦୁଇ ଜଣ । ଶୁଣିବାକୁ ଅବିଶ୍ୱାସ ଲାଗୁଥିଲେ ବି ମହାରାଷ୍ଟ୍ରରେ ସାମ୍ନାକୁ ଆସିଛି ଏପରି ଏକ ଅନନ୍ୟ ଘଟଣା । ପାଣି ସମସ୍ୟାକୁ ଦୂର କରିବା ପାଇଁ ଏକ ଦମ୍ପତ୍ତି କେବଳ ହାତ ଉପକରଣରେ ଏପରି କାରନାମା କରିଦେଖାଇଛନ୍ତି । Maharashtra:…

ଦ୍ୱିତୀୟ ଥର ଲାଗି ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ହେଲେ ଅଜିତ ପାୱାର

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଭାବେ ମଙ୍ଗଳବାର ଦିନ ଶପଥ ଗ୍ରହଣ କରିଛନ୍ତି ଅଜିତ ପାୱାର । ଏଥିସହିତ ସେ ମାତ୍ର ୩୮ ଦିନ ଭିତରେ ଦ୍ୱିତୀୟ ଥର ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଅକ୍ତିଆର କରିଛନ୍ତି । ଏନେଇ ଜାତୀୟ ଗଣମାଧ୍ୟମ ରିପୋର୍ଟର ସୂଚନା ମିଳିଛି ।…