Latest Odisha News

BREAKING NEWS

Browsing Tag

Mahashibaratri

ମହାଶିବରାତ୍ରିରେ ହିନ୍ଦୁ ଧର୍ମ ଗ୍ରହଣ କଲେ, ମନ୍ଦିର ଯାଇ ପୂଜାର୍ଚ୍ଚନା କଲେ ଶବନମ ଖାନ

ରାୟପୁର: ଆଜି ପବିତ୍ର ମହାଶିବରାତ୍ରି । ସାରା ଦେଶରେ ଶିବ ମନ୍ଦିରରେ ଭକ୍ତଙ୍କ ଲମ୍ବା ଧାଡି । ଏହି ଅବସରରେ ଛତିଶଗଡ ବାଲୋଦ ଜିଲ୍ଲାର ପାଣ୍ଡେପାରାରେ ରହୁଥିବା ଶବନମ ରାନୀ ନାମ୍ନୀ ଜଣେ ମହିଳା ମହାଦେବଙ୍କ ହିନ୍ଦୁ ଧର୍ମକୁ ସ୍ୱୀକାର କରିଛନ୍ତି । ସେ ନିଜ ନାଁ ବଦଳାଇ ରାନୀ ଗୌର କରିଛନ୍ତି ।…

ଆଜି ମହାଶିବରାତ୍ରି; ରାତି ୧୦ଟା ସୁଦ୍ଧା ଉଠିବ ମହାଦୀପ

ଭୁବନେଶ୍ବର : ଆଜି ମହାଶିବରାତ୍ରି। ପବିତ୍ର ଜାଗର ବ୍ରତ। ଆଜି ଶିବଭକ୍ତ ଓ ଶ୍ରଦ୍ଧାଳୁମା‌ନେ ଉପବାସ ରଖି ଜାଗର ବ୍ରତ ପାଳନ କରିବେ । ଏଥିପାଇଁ ଆଜି ସକାଳୁ ସକାଳୁ ମହାଦେବଙ୍କ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ । ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଗତକାଲି ରାତିରୁ…

ଆଜି ପବିତ୍ର ମହାଶିବରାତ୍ରି; ୭୦୦ ବର୍ଷ ପରେ ପଡିଛି ଏପରି ଶୁଭ ମୁହୂର୍ତ୍ତ

ଆଜି ପବିତ୍ର ମହାଶିବରାତ୍ରି । ପଞ୍ଚାଙ୍ଗ ହିସାବରେ ମାଘ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ । ଦେବ ଦେବ ମହାଦେବଙ୍କର ହଜାର ହଜାର ଶ୍ରଦ୍ଧାଳୁ ଆଜି ଆଜି ମାନସିକ କରିି ବ୍ରତ ରଖିଥାନ୍ତି । ସାରା ଦିନ ଉପବାସ ରହିବା ପରେ ରାତିରେ ମହାଦୀପ ଉଠିବା ପରେ ପ୍ରସାଦ ସେବନ କରିଥାନ୍ତି । ସାରା ରାତି ବସି…