Latest Odisha News
Browsing Tag

Mahastami Puja

ମା ବିରଜାଙ୍କ ପୀଠରେ ମହାଷ୍ଟମୀ ପୂଜା

ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା । ସବୁଠି ଚାଲିଛି ମା ଙ୍କ ଆବାହନି। ମୃଣ୍ମୟୀ ଦେବୀ ମଣ୍ଡପ ରେ ଆଜି ମହାସପ୍ତମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ମା ବିରଜା ଙ୍କ ପୀଠରେ ମହାଷ୍ଟମୀ ପୂଜା ଅନୁଷ୍ଠିତ ହେଉଛି। ଏଥିପାଇଁ ଆଜି ବଢି ଭୋରରୁ ଶ୍ରଦ୍ଧାଳୁ ମାଙ୍କ ପାଦ ସ୍ପର୍ଶ ଓ ମୁଖ ଦର୍ଶନ କରିବା…

ଆଜି ମହାମାୟାଙ୍କ ମହାଷ୍ଟମୀ, ଚଣ୍ଡୀପାଠରେ କମ୍ପୁଛି ମଣ୍ଡପ

ଭୁବନେଶ୍ୱର: ମଣ୍ଡପରେ ଚାଲିଛି ମହାମାୟାଙ୍କ ମହାପୂଜା । ଆଜି ପାଳିତ ହେଉଛି ମହାଷ୍ଟମୀ । ମହା ଆଡମ୍ବରରେ ଚାଲିଛି ଦୁର୍ଗତନାଶିନୀଙ୍କ ପୂଜା । ଚଣ୍ଡୀପାଠରେ କମ୍ପୁଛି ମଣ୍ଡପ । କରୋନା କଟକଣାରେ ବିନା ଭକ୍ତରେ ଦେବୀ ଦୁର୍ଗାଙ୍କ ଆବାହନ ଚାଲିଛି । ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ପରଦା ଆଢୁଆଳରେ…

ଦେଖନ୍ତୁ ଭିଡ଼ିଓ; ମା’ ବିରଜାଙ୍କ ପୀଠରେ ମହାଷ୍ଟମୀ ପୂଜା

ଯାଜପୁର: ଧରବତାରଣ କରିଛନ୍ତି ଜଗତଜନିନୀ ମାଆ ଦୁର୍ଗା। ସବୁଠି ଚାଲିଛି ତାଙ୍କର ଷୋଡଶ ପୂଜା ଉପଚାର। ଗଗନ ପବନ ପୁଲକିତ । ମାଆଙ୍କ ଆଗମନରେ ପ୍ରକମ୍ପିତ ହେଉଛି ଧରାପୃଷ୍ଠ। ଏହି ଶାରଦୀୟ ପୂଜା ଅବସରରେ ଆଜି ଯାଜପୁରର ଅଧିଷ୍ଟାତ୍ରୀ ଦେବୀ ମା’ ବିରଜାଙ୍କ ପୀଠରେ ପାଳନ ହୋଇଛି ମହାଷ୍ଟମୀ ପୂଜା ।…

ମଣ୍ଡପରେ ମହାମାୟାଙ୍କ ମହାସପ୍ତମୀ ପୂଜା

ଭୁବନେଶ୍ୱର: ଧରାବତରଣ କରିଛନ୍ତି ଜଗତଜନନୀ ମାଆ ଦୁର୍ଗା । ତାଙ୍କ ଆଗମନରେ ଗଗନ ପବନ ଚଳଚଞ୍ଚଳ । ମଣ୍ଡପରେ ବିରାଜିଛନ୍ତି ଦୁର୍ଗତିନାଶିନୀ । ମହାମାୟାଙ୍କ ଆଜି ମହାସପ୍ତମୀ ପୂଜା । ଗତକାଲି ଷଷ୍ଠୀରେ ମାଆଙ୍କର ବିଲ୍ୱବରଣ ନୀତି ଅୁଷ୍ଠିତ ହୋଇଥିଲା । ମନ୍ତ୍ରପାଠରେ କମ୍ପୁଛି ମଣ୍ଡପ ପରିସର ।…