Latest Odisha News

BREAKING NEWS

Browsing Tag

Mahima Mishra

ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ସିବିଆଇ ଦ୍ୱାରା ଗିରଫ

ଭୁବନେଶ୍ୱର: ପାରାଦୀପ ପୋର୍ଟ ଲାଞ୍ଚ କାରବାର ମାମଲାରେ ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ଗିରଫ । ଭୋର ସକାଳୁ ଚର୍ଚ୍ଚିତ ସିବିଆଇ ନିକଟରେ ଜେରା ପାଇଁ ହାଜର ହୋଇଥିଲେ । ପଚରା ଉଚୁରା ପରେ ସିବିଆଇ ତାଙ୍କୁ ଅଭିଯୁକ୍ତ ଦର୍ଶାଇ ଗିରଫ କରିଛି । ଚର୍ଚ୍ଚିତ ମହିମାଙ୍କ କମ୍ପାନୀ…

ମହିମା ମିଶ୍ରଙ୍କ ଘରେ ରେଡ୍ ପରେ ୪ ଜଣଙ୍କୁ ବାନ୍ଧିଲା CBI

ଭୁବନେଶ୍ୱର: ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ ପରେ ୪ ଜଣଙ୍କୁ ଗିରଫ କରିଛି । ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ, ଠିକାଦାର ସୁମନ୍ତ ରାଉତ, OSL ଅପରେସନ୍ ଡିଜିଏମ୍ ସୂର୍ଯ୍ୟ ନାରାୟଣ ସାହୁଙ୍କ ସହ କେସିଟି ଗ୍ରୁପ୍ ପୋର୍ଟ ଅପରେସନ୍ ମ୍ୟାନେଜର ଶଂଖଶୁଭ୍ର…

କାଲି ରେଡ୍ ପରେ ଆଜି CBI ଅଫିସରେ ହାଜର ହେଲେ ମହିମା ମିଶ୍ର

ଭୁବନେଶ୍ୱର: ସିବିଆଇ କାର୍ଯ୍ୟାଳୟରେ ଶିଳ୍ପପତି ମହିମା ମିଶ୍ର । ଗତକାଲି ମହିମା ମିଶ୍ରଙ୍କ କଟକ ସ୍ଥିତ ଘର ସହ OSL ଅଫିସ୍ ଓ ପାରାଦୀପର ଏକାଧିକ ସ୍ଥାନରେ ସିବିଆଇ ରେଡ୍ କରିଥିଲା । ରେଡ୍ ପରେ ସିବିଆଇ ପାରାଦୀପରୁ ୨ ଜଣଙ୍କୁ ଉଠାଇ ଆଣିଥିଲା । ଏଥିସହ କଟକ ଓଡ଼ିଆ ବଜାର ସ୍ଥିତ ମହିମା…

ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

ପାରାଦୀପ: ସିବିଆଇ ସ୍କାନରରେ ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ର । ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସରେ ସିବିଆଇ ଚଢ଼ାଉ କରିଛି । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ଏକକାଳୀନ ଛାନିଭିନ୍ କରୁଛି ସିବିଆଇ ଟିମ୍‌ । କଟକ ଓଡ଼ିଆ ବଜାର ସ୍ଥିତ ମହିମା ମିଶ୍ରଙ୍କ ଘର ସହ କଟକ ଲିଙ୍କ୍ ରୋଡ୍…