Latest Odisha News

BREAKING NEWS

Browsing Tag

mahurat

ଆସୁଛି ଓଲିଉଡ ଫିଲ୍ମ “ଧରମା ରେ” ବିଶୁ ମହାରଣା ଅବତାରରେ ସମ୍ବିତ ଆଚାର୍ଯ୍ୟ

ଭୁବନେଶ୍ୱର: ଆଧୁନିକତାର ଛାପ ଓ ନକଲ ଛାଡି ଓଡିଶାର ଐତିହ୍ୟ ଓ ପରମ୍ପରା ଉପରେ ମନୋନିବେଶ କରିଛି ଓଲିଉଡ ଜଗତ । ଆଗାମୀ ଦିନରେ ଖୁବଶୀଘ୍ର ଓଡିଶାର ପୁରାତନ କୋଣାର୍କ ମନ୍ଦିର ଉପରେ ଆଧାରିତ ଏକ ଐତିହାସିକ ଫିଲ୍ମ ନିର୍ମାଣ ହେବାକୁ ଯାଉଛି । ଫିଲ୍ମର ଟାଇଟଲ ରହିଛି “ଧରମା ରେ” । ଏଥିରେ ଧରମା…

ଯଶସ୍ୱୀ ଫିଲ୍ମସର ପ୍ରଥମ ଅବଦାନ ‘ନବ ମାସ’ର ମହୁରତ

ଭୁବନେଶ୍ବର : ଯଶସ୍ୱୀ ଫିଲ୍ମସର ପ୍ରଥମ ଅବଦାନ ‘ନବମାସ’ର ମହୁରତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୌଳିକ କାହାଣୀକୁ ନେଇ ନିର୍ମିତ ଏହି ଦ୍ୱି-ଭାଷୀ ଚଳଚ୍ଚିତ୍ରର ନାୟକ ଭୂମିକାରେ ଉଦୟନ ଅପରାଜିତ(ୟୁଡି) ଅଭିନୟ କରୁଛନ୍ତି । ଉଭୟ ଓଡିଆ ଏବଂ କନ୍ନଡ ଚଳଚ୍ଚିତ୍ରରେ ଅଭିନୟ କରି ସଫଳତା ହାସଲ କରିବା…

‘ରେଣ୍ଡୋ ମାଝୀ-ଦି ହିଡେନ ଷ୍ଟୋରୀ ଅଫ୍ ୧୮୫୩’ର ଶୁଭ ମହୁରତ ଅନୁଷ୍ଠିତ

ଭବାନୀପାଟଣା: ସହିଦ ରେଣ୍ଡୋ ମାଝୀଙ୍କ ଜୀବନୀ ଓ ସଂଘର୍ଷକୁ ନେଇ ନିର୍ମାଣ ହେବ ଚଳଚ୍ଚିତ୍ର । ଏଥି ପାଇଁ ଭବାନୀ ପାଟଣାରେ ଏହାର ଶୁଭ ମହୁରତ ଅନୁଷ୍ଠିତ ହୋଇଯାଇଛି । ଫିଲ୍ମର ନାଁ ରହିଛି 'ରେଣ୍ଡୋ ମାଝୀ-ଦି ହିଡେନ ଷ୍ଟୋରୀ ଅଫ୍ ୧୮୫୩' । ଏହି ଅବସରରେ ଆୟୋଜିତ କାର୍ଯ୍ଯକ୍ରମରେ ଶକ୍ତି ମନ୍ତ୍ରୀ…

‘ମନ ମୋର କାଗଜଗୁଡି’ର ମହୁରତ୍‌

ସୁମିତ୍ରା ଏଣ୍ଟରଟେନମେଣ୍ଟ ନିବେଦିତ ଓଡିଆ ଚଳଚ୍ଚିତ୍ର ‘ମନ ମୋର କାଗଜଗୁଡି’ର ମହୁରତ ହୋଇଯାଇଛି । ନିକୋପାର୍କ ନିକଟସ୍ଥ ସୁନାଦେଇ ମନ୍ଦିରରେ ଆୟୋଜିତ ଏହି ମହୁରତ ଉତ୍ସବରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ମହୁରତ କ୍ଲାପ ଦେଇ ଚଳଚ୍ଚିତ୍ରର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ସହିତ…

ଓଡିଆ ଫିଲ୍ମ ‘ମହାବାହୁ’ର ମହୁରତ

ଭୁବନେଶ୍ୱର: ଆର୍ ଆର୍ ଇଭେଣ୍ଟସ୍ ପ୍ରଯୋଜିତ ଚଳଚ୍ଚିତ୍ର ‘ମହାବାହୁ’ର ମହୁରତ ଅନୁଷ୍ଠିତ ହୋଇଯାଇଛି । ବାଣୀବିହାର ପରିସରରେ ଥିବା ଜଗନ୍ନାଥ ମନ୍ଦିରର ଆୟୋଜିତ ଏହି ମହୁରତ ଅବସରରେ ପୁରା ଟିମ୍ ଉପସ୍ଥିତ ଥିଲେ । ଫିଲ୍ମର ମୁଖ୍ୟ ଭୂମିକାରେ ଅଭିନେତା ଆକାଶ ଦାସ ନାୟକ, ପ୍ରକୃତି ମିଶ୍ର, ଉଷସୀ…