ମକର ସଂକ୍ରାନ୍ତି ବିଶେଷ ‘ମକର ଚାଉଳ’ର ପ୍ରସ୍ତୁତି ପ୍ରଣାଳୀ…
ଭୁବନେଶ୍ୱର: ମକର ସଂକ୍ରାନ୍ତି ଦିନ ବନ୍ଧୁତ୍ୱର ସମ୍ପର୍କକୁ ମଜବୁତ୍ କରିବା ପାଇଁ ବନ୍ଧୁମାନେ ପରସ୍ପର ହାତରେ ସୂତା ବାନ୍ଧିବା ସହ ପରସ୍ପରକୁ ମକର ଚାଉଳ ଖୁଆଇ ଥାଆନ୍ତି।
ଆସନ୍ତୁ ଜାଣିବା ଏହି ମକର ଚାଉଳର ପ୍ରସ୍ତୁତି ପ୍ରଣାଳୀ...
ଆବଶ୍ୟକ ସାମଗ୍ରୀ: ଅରୁଆ ଚାଉଳ, କ୍ଷୀର, କୋରା…