Latest Odisha News

BREAKING NEWS

Browsing Tag

make in odisha

ଜନ୍ମଦିନରେ ହାଇଦ୍ରାବାଦ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଅକ୍ଟୋବର ୧୬ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଆସନ୍ତାକାଲି ନବୀନ ୭୬ ବର୍ଷରେ ପାଦ ଥାପିବେ । ଗତ କିଛିବର୍ଷ ହେଲା ଜନ୍ମଦିନ ପାଳୁ ନଥିବା ନବୀନ ରବିବାର ଜନ୍ମଦିନରେ ହାଇଦ୍ରାବାଦ ଅଭିମୁଖେ ଯିବେ । ସେଠାରେ ମୁଖ୍ୟମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ପୂର୍ବରୁ…

ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଲେ ମୁଖ୍ୟମନ୍ତ୍ରୀ

ମୁମ୍ୱାଇ : ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ କାର୍ଯ୍ଯାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ଓଡିଆ ଭାବେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ । ବିଏସଏଇ ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳ ୧୦ଟା…

ଓଡିଶାରେ ପୁଞ୍ଜିନିବେଶ ପାଇଁ ଶିଳ୍ପପତି ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ବାଣିଜ୍ୟିକ ରାଜଧାନୀ ମୁମ୍ୱାଇରେ ବିଶିଷ୍ଟ ଶିଳ୍ପପତି ମାନଙ୍କ ସହ ୱାନ ଟୁ ୱାନ ଆଲୋଚନା କରୁଛନ୍ତି । ଓଡ଼ିଶାରେ ଶିଳ୍ପ ଅନୁକୁଳ ବାତାବରଣ ସମ୍ପର୍କରେ ଅବଗତ କରାଇବା ସହିତ ରାଜ୍ୟରେ ପୁଞ୍ଜିନିବେଶ ପାଇଁ ଆହ୍ୱାନ କରିବେ  । ଏହି…

ସେପ୍ଟେମ୍ବର ୧୪ରେ ମୁମ୍ବାଇ ଠାରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ହେବ ପୁଞ୍ଜିନିବେଶ  । ସେପ୍ଟେମ୍ବର ୧୪ରେ ମୁମ୍ବାଇରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଏଥିରେ ଦେଶ ବିଦେଶର ଶିଳ୍ପପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି। ଓଡ଼ିଶାରେ ପୁଞ୍ଜିନିବେଶ କରିବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅନୁରୋଧ…

ମୁଖ୍ୟମନ୍ତ୍ରୀଙ୍କ ୬ ଦିନିଆ ଦିଲ୍ଲୀ ଗସ୍ତ : ଶିଳ୍ପପତି ମାନଙ୍କୁ ଓଡିଶାରେ ପୁଞ୍ଜିନିବେଶ ପାଇଁ ଆମନ୍ତ୍ରଣ କରାଯିବ

ଭୁବନେଶ୍ୱର : ମେକ୍‍ ଇନ୍‍ ଓଡ଼ିଶା ମାଧ୍ୟମରେ ଓଡିଶାରେ ଅଧିକ ପୁଞ୍ଜିନିବେଶ ନେଇ ବାଟ ଫିଟିବ । ଦେଶ ଓ ବିଦେଶରୁ ଶିଳ୍ପପତି ମାନଙ୍କୁ ଓଡିଶାରେ ପୁଞ୍ଜିନିବେଶ ପାଇଁ ଆମନ୍ତ୍ରଣ କରାଯାଉଛି । ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ସଫଳ ରୁପାୟନ ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି…