ମାଛ ଧରୁଥିବା ବେଳେ ଡଙ୍ଗା ବୁଡି ଜଣେ ନିଖୋଜ; ୨ ଉଦ୍ଧାର
ମାଲକାନଗିରି : ସ୍ୱାଭିମାନ ଅଞ୍ଚଳ ଚିତ୍ରକୋଣ୍ଡା ଜଳ ଭଣ୍ଡାରରେ ମାଛ ଧରୁଥିବା ବେଳେ ବୁଡ଼ିଗଲା ଡଙ୍ଗା । ଡଙ୍ଗା ବୁଡି ୩ ଜଣ ନିଖୋଜ ।
୩ ଜଣ ସିଙ୍ଗାରାମ ନିକଟରେ ଜଳଭଣ୍ଡାର ମଧ୍ୟରେ ଡଙ୍ଗାରେ ମାଛ ଧରୁଥିଲେ । ମାଛ ଧରୁଥିବା ବେଳେ ହଠାତ୍ ବର୍ଷା, ପବନ ମାଡ଼ି ଆସିବାରୁ ଡଙ୍ଗାଟି ଭାରସାମ୍ୟ…