Latest Odisha News

BREAKING NEWS

Browsing Tag

Malkangiri Collector

୪୮ଟି ଖଣି ଲିଜ୍ ଟେଣ୍ଡରକୁ ବାତିଲା କଲେ ମାଲକାନଗିରି ଜିଲ୍ଲାପାଳ

ମାଲକାନଗିରି: ୪୮ଟି ଖଣି ଲିଜ୍ ଟେଣ୍ଡରକୁ ବାତିଲ କରିଛନ୍ତି ମାଲକାନଗିରି ଜିଲ୍ଲାପାଳ ବିଶାଲ ସିଂ । ଦକ୍ଷିଣାଞ୍ଚଳ ରାଜସ୍ୱ କମିଶରଙ୍କ ସୁପାରିଶ ଆଧାରରେ ଟେଣ୍ଡର ହୋଇଥିବା ସମସ୍ତ ୪୮ ଲଘୁ ଖଣି ଲିଜ୍ ଟେଣ୍ଡର ବାତିଲ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ମାଲକାନଗିରି ଜିଲ୍ଲାପାଳ । ତତ୍କାଳୀନ…

ଜିଲ୍ଲା କୋଭିଡ୍ ମୁକ୍ତ ତଥାପି ମାଲକାନଗିରିରେ କାହିଁକି ଲାଗୁ ହେଲା ରାତ୍ରୀକାଳୀନ କର୍ଫ୍ୟୁ ?

ମାଲକାନଗିରି: ଲାଗୁ ହେଲା ନାଇଟ୍ କର୍ଫ୍ୟୁ । ମାଲକାନଗିରି ଜିଲ୍ଲାରେ ଆସନ୍ତାକାଲି ଠାରୁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବ । ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ମାର୍ଚ୍ଚ ୨୩ ତାରିଖ ରାତିରୁ ମାର୍ଚ୍ଚ ୩୧ ତାରିଖ ଯାଏ ରାତ୍ରୀକାଳୀନ କର୍ଫ୍ୟୁ ନେଇ ମାଲକାନଗିରି…

ମାଲକାନଗିରି ଜିଲ୍ଲା କଲ୍ୟାଣ ବିଭାଗ ବରିଷ୍ଠ କିରାଣି ଚାକିରିରୁ ବହିଷ୍କୃତ, ଦେଇଥିଲେ ଜାଲ୍ ଜାତିଗତ ପ୍ରମାଣପତ୍ର

ମାଲକାନଗିରି: ମହଙ୍ଗା ପଡ଼ିଲା ଜାଲିଆତି କରି ଜାତି ପ୍ରମାଣପତ୍ର ଦେବା । ଜାଲ୍ ପ୍ରମାଣପତ୍ର ଦେଇଥିବା ଅଭିଯୋଗରେ ଗଲା ଚାକିରି । ମାଲକାନଗିରି ଜିଲ୍ଲା କଲ୍ୟାଣ ବିଭାଗର ବରିଷ୍ଠ କିରାଣି ଲକ୍ଷ୍ମୀପ୍ରିୟା ବେହେରାଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି ଜିଲ୍ଲାପାଳ । ସେ ଜାଲିଆତି କରି ଜାତି…

ହତ୍ୟା ମାମଲା ରୁଜୁ ପରେ ମାଲକାନଗିରି ଜିଲ୍ଲାପାଳଙ୍କ ବଦଳି

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ସୋମବାର ଦିନ ଓଡ଼ିଶା ସରକାର ଯୋଜନା ଓ ସଂଯୋଜନା ବିଭାଗର ଡେପୁଟି ସେକ୍ରେଟାରୀ ଭାବେ ବଦଳି କରିଛନ୍ତି। ଶ୍ରୀ ଅଗ୍ରୱାଲଙ୍କ ସ୍ଥାନରେ ମାଲକାନଗିରି ଜିଲ୍ଲାର ନୂଆ ଜିଲ୍ଲାପାଳ ହେଲେ ୨୦୧୪ ବ୍ୟାଚର ଆଇଏଏସ୍ ଅଫିସର ୟେଦୁଲା ବିଜୟ।…

ମାଲକାନଗିରି ପୌରାଞ୍ଚଳ ଓ ବାଲିମେଳା ଏନଏସିରେ ସପ୍ତାହିକ ସଟଡାଉନ୍

ମାଲକାନଗିରି: କରୋନା ସଂକ୍ରମଣ ବଢୁଥିବାରୁ ମାଲକାନଗିରି ଜିଲ୍ଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଅଗଷ୍ଟ ୩୧ ଯାଏଁ ମାଲକାନଗିରି ମ୍ୟୁନିସିପାଲିଟି ଓ ବାଲିମେଳା ଏନଏସିରେ ସପ୍ତାହନ୍ତ ସଟଡାଉନ୍ ବଳବତ୍ତର ରହିବ । ସପ୍ତାହର ପ୍ରତି ଶନିବାର ଓ ରବିବାର ସଟଡାଉନ୍ ଘୋଷଣା କରିଛନ୍ତି…

ମାଲକାନଗିରି ଜିଲ୍ଲାପାଳଙ୍କ ପିଏଙ୍କ ମୃତଦେହ ଡ୍ୟାମରୁ ଉଦ୍ଧାର

ମାଲକାନଗିରି: ମାଲକାନଗିରିର ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଦେବନାରାୟଣ ପଣ୍ଡାଙ୍କ ମୃତଦେହକୁ ଶନିବାର ଦିନ ପୋଲିସ ଏସତୀଗୁଡା ଡ୍ୟାମରୁ ଉଦ୍ଧାର କରିଛି । ପ୍ରାପ୍ତ ସୂଚନାନୁଯାୟୀ, ଶ୍ରୀ ପଣ୍ଡା ଘରକୁ ନଫେରିବାରୁ ତାଙ୍କ ପତ୍ନୀ ଶୁକ୍ରବାର ରାତିରେ ଏନେଇ ଥାନାରେ ଏକ ମାମଲା ରୁଜୁ…