Latest Odisha News

BREAKING NEWS

Browsing Tag

Malkangiri Police

ସୀମାନ୍ତରେ ଓଡ଼ିଶା ପୋଲିସକୁ ସଫଳତା, ୬ଟି ଟିଫିନ୍ ବୋମା ସହ ବିସ୍ଫୋରକ ଜବତ

ମାଲକାନଗିରି: ସୀମାନ୍ତରେ ସର୍ଚ୍ଚ ଅପରେସନ୍ ବେଳେ ବଡ଼ ସଫଳତା ପାଇଛି ମାଲକାନଗିରି ପୋଲିସ । ମାଲକାନଗିରି ସୀମାକୁ ଲାଗି ରହିଥିବା ଆନ୍ଧ୍ରପ୍ରଦେଶର କୁସୁମପୁଟରୁ ବିପୁଳ ମାଓ ସାମଗ୍ରୀ ଜବତ କରାଯାଇଛି । ୫୦ରୁ ୬୦ କେଜି କର୍ଡେକ୍ସ ତାର ସହ ୬ଟି ଟିଫିନ୍ ବୋମା, ବିପୁଳ ବିସ୍ଫୋରକ ଏବଂ ୨ଟି…

ମାଲକାନଗିରିରେ ପୋଲିସ ଡିଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ

ମାଲକାନଗିରି: ମାଓବାଦୀଙ୍କୁ ସମାଜର ମୁଖ୍ୟସ୍ରୋତକୁ ଫେରାଇ ଆଣିବା ଉଦ୍ୟମରେ ଓଡ଼ିଶା ପୋଲିସକୁ ସଫଳତା । ମାଲକାନଗିରିରେ ପୋଲିସ ଡିଜି ଅଭୟଙ୍କ ନିକଟକରେ ୨ ଜଣ ହାର୍ଡକୋର ମାଓବାଦୀ ଆଜି ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ଦୁଇ ମାଓବାଦୀ ହେଲେ ଏରିଆ କମିଟି ମେମ୍ବର ସବିତା ଓ…

ସ୍ୱାଭିମାନ ଅଞ୍ଚଳରୁ ବିପୁଳ ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ, କମ୍ବିଂ ବେଳେ ଠାବ

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ବିଏସଏଫ ଯବାନଙ୍କୁ ବଡ ସଫଳତା । ମାଓବାଦୀଙ୍କ ଏକ ବଡ଼ ଯୋଜନାକୁ ପଣ୍ଡ କରିଛନ୍ତି ସୁରକ୍ଷାବାହିନୀ । ସର୍ଚ୍ଚ ଅପରେସନ ବେଳେ ଜଙ୍ଗଲରୁ ଠାବ ହୋଇଛି ବିପୁଳ ପରିମାଣର ବିସ୍ଫୋରକ ଓ ମାଓ ସାମଗ୍ରୀ । ମାଲକାନଗିରି ଜିଲ୍ଲା ଚିତ୍ରକୋଣୀ ବ୍ଲକ ଜୋଡାମ୍ବ କଦଳିବନ୍ଧା…

ଗଞ୍ଜା ଲଢ଼େଇ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ

ମାଲକାନଗିରି: ଗଞ୍ଜା ଲଢେଇ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ । ପୋଲିସ ଉପରକୁ ଆକ୍ରମଣ କଲେ ଗ୍ରାମବାସୀ । ଆକ୍ରମଣରେ ଜଣେ ଏସଡିପିଓଙ୍କ ସମେତ ୪ ପୋଲିସ କର୍ମୀ ଆହତ ହୋଇଛନ୍ତି । ୩୦ରୁ ଅଧିକ ଗ୍ରାମବାସୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ । ୧୬ଜଣଙ୍କୁ ଗିରଫ କରାଯାଇଥିବା ସୂଚନା…

ଗାଡ଼ିରେ ନୀଳବତି ଲଗାଇ ଗଞ୍ଜେଇ ଚାଲାଣ, ତିନି ଜଣଙ୍କୁ ବାନ୍ଧିଲା ପୋଲିସ

ମାଲକାନଗିରି: ଗଞ୍ଜେଇ ଚୋରା ଚାଲାଣର ନୂଆ ତରିକା । ପୋଲିସ ଆଖିରେ ଧୂଳି ଦେବାକୁ ନୂଆ ନୂଆ କୌଶଳ ଆପଣଉଛନ୍ତି ବେପାରୀ । ଗାଡ଼ିରେ ନୀଳବତି ଲଗାଇ ଗଞ୍ଜେଇ ଚାଲାଣ କରୁଥିଲେ । ଏଭଳି ଚୋରା ଚାଲାଣ ରାକେଟର ପର୍ଦ୍ଦାଫାସ କରିଛି ମାଲକାନଗିରି ଥାନା ପୋଲିସ । ଦୁର୍ବୃତ୍ତ ନୀଳବତି ଲାଗିଥିବା ଗାଡ଼ି…

ଲାଲ ଇଲାକାର ୪ ବର୍ଷର କୁନି ଝିଅର କରୋନା ବାର୍ତ୍ତା, ଭିଡିଓ ଭାଇରାଲ

ମାଲକାନଗିରି: ମନ ଜିଣିଲା ଲାଲ ଇଲାକାର କୁନି ଝିଅ । ଲାଲ ଆତଙ୍କ ଲାଗି ଚର୍ଚ୍ଚାରେ ରହୁ ଥିବା ସୁକୁମା ଜିଲ୍ଲା ଏବେ ୪ ବର୍ଷର କୁନି ଝିଅର କୋରୋନା ବାର୍ତ୍ତା କୁ ନେଇ ପୁଣି ଥରେ ଚର୍ଚ୍ଚାକୁ ଆସିଛି । ସୋସିଆଲ ମିଡିଆ ରେ କୋରୋନା ବାର୍ତ୍ତା ଦେଇ ପ୍ରଶଂସା ସାଉଁଟିଛନ୍ତି ଛତିଶଗଡ ସୁକୁମା…

ପୋଲିସ ସବ୍‌-ଇନ୍ସପେକ୍ଟର ଶୁଭଶ୍ରୀଙ୍କୁ ପ୍ରଶଂସା କଲେ ମେଗାଷ୍ଟାର୍ ଚିରଞ୍ଜିବୀ !

ମାଲକାନଗିରି: ସାରା ଦେଶରେ ଲକ୍‌ଡ଼ାଉନ୍ ନିୟମ ପାଳନ ହେଉଥିବା ବେଳେ ନିରାଶ୍ରୟ ତଥା ଅସହାୟ ବ୍ୟକ୍ତିମାନଙ୍କ ପ୍ରତି ସଦୟ ଅନୁକମ୍ପା ପ୍ରଦର୍ଶନ କରିଛନ୍ତି ପୋଲିସ ବିଭାଗର ଅନେକ କର୍ତ୍ତବ୍ୟରତ କର୍ମଚାରୀ । ଓଡ଼ିଶାର ମାଲକାନଗିରି ଜିଲ୍ଲାର ପୋଲିସ ସବ୍‌-ଇନ୍ସପେକ୍ଟର ଶୁଭଶ୍ରୀ ନାୟକ ଜଣେ…