Latest Odisha News

BREAKING NEWS

Browsing Tag

Malkangiri SP

ପୋଲିସ ସ୍ତରରେ ଅଦଳ ବଦଳ, ବଦଳିଲେ ମାଲକାନଗିରି ଏସ୍‌ପି

ଭୁବନେଶ୍ବର : ବରିଷ୍ଠ ପୋଲିସ ଅଫିସର ସ୍ତରରେ ଅଦଳବଦଳ । ବଦଳିଛନ୍ତି ମାଲକାନଗିରି ଏସପି ପ୍ରହଲ୍ଲାଦ ଏସ୍ ମୀନା । ୨୦୧୭ ବ୍ୟାଚ୍ ଆଇପିଏସ୍ ପ୍ରହଲ୍ଲାଦ ଏସ୍‌. ମୀନାଙ୍କୁ ଏଆଇଜି (ହେଡକ୍ବାର୍ଟର) ଭାବେ ବଦଳି କରାଯାଇଛି । ତାଙ୍କ ସ୍ଥାନରେ ୨୦୧୮ ବ୍ୟାଚ୍ ଆଇପିଏସ୍ ତଥା ତାଳଚେର ଏସଡିପିଓ ନୀତେଶ…

ମାଲକାନଗିରି ଏସିଙ୍କ ବଦଳିରେ ନାଖୁସ୍ ସ୍ୱାଭିମାନ ଅଞ୍ଚଳବାସୀ

ମାଲକାନଗିରି: ସ୍ୱାଭିମାନ ଅଞ୍ଚଳରେ ପ୍ରଜାମେଳି । ପୋଲିସ ବିରୋଧରେ ନୁହେଁ । ପୋଲିସ ସପକ୍ଷରେ ଏକାଠି ହୋଇଛନ୍ତି ସ୍ୱାଭିମାନ ଅଞ୍ଚଳ ବାସିନ୍ଦା । ମାଲକାନଗିରି ଏସପିଙ୍କ ବଦଳିକୁ ବିରୋଧ କରି ସେମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ନିକଟରେ ମାଲକାନଗିରି ଏସପି ଋିଷିକେଶ ଖିଲାରୀଙ୍କୁ ମୟୂରଭଞ୍ଜ…

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ 

ମାଲକାନଗିରି : ଆଜି ମାଲକାନଗିରି ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ଜଣେ ମହିଳା ମାଓବାଦୀ । ମହିଳା ମାଓବାଦୀଙ୍କ ନାଁରେ ବହୁ ମାମଲା ଥିବା ସୂଚନା ମିଳିଛି ।  ଲାଛି ଖରା ନାମକ ଏହି ମହିଳା ମାଓବାଦୀ କିଛି ବର୍ଷ ଧରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଜଣେ ସକ୍ରିୟ ସଦସ୍ୟ ଭାବେ…