Latest Odisha News

BREAKING NEWS

Browsing Tag

Malkangiri

ସ୍ୱାଭିମାନ ଅଞ୍ଚଳରେ ସ୍ୱାସ୍ଥ୍ୟସେବା, ନିଯୁକ୍ତ ହେଲେ ୪ ଡାକ୍ତର

ମାଲକାନଗିରି: ବିକାଶ ମୁହାଁ ସ୍ୱାଭିମାନ ଅଂଚଳ । ଦିନେ ଲାଲଗଡ ପାଲଟି ଥିବା ଆଦିବାସୀ ବହୁଳ ସ୍ୱାଭିମାନ ଅଂଚଳରେ ସୁଧୁରୁଛି ସ୍ୱାସ୍ଥ୍ୟସେବା। ଦୁର୍ଗମ ଅଂଚଳର ଉଜୁଡା ସ୍ୱାସ୍ଥ୍ୟ ସେବାକୁ ସଜାଡିବା ପାଇଁ ଅଂଟା ଭିଡିଛି ପ୍ରଶାସନ ।  ଅଂଚଳର ଶିଶୁ ଓ ମହିଳାଙ୍କୁ ସ୍ୱାସ୍ଥ୍ୟ ଯୋଗାଇବା ଉଦେଶ୍ୟରେ…

ରାସ୍ତା ଉପରେ ଜଳିଗଲା ଗଂଜେଇ ଭର୍ତ୍ତି କାର୍

ମାଲକାନଗିରି: ରାସ୍ତା ଉପରେ ହୁ ହୁ ହୋଇ ଚଳିଗଲା ଚଳନ୍ତାକାର । ମାଲକାନଗିରି ସ୍ଥିତ ଏମଭି ୧୬ ଗାଁ ନିକଟରେ ୩୨୭ ନଂବର ଜାତୀୟ ରାଜପଥରେ ଘଟିଛି ଏପରି ଘଟଣା । ତେବେ କାରରେ ନିଆଁ ଲାଗିବା ପରେ ଜଣାପଡିଛି, କାରରେ ଗଂଜେଇ ଚାଲାଣ କରାଯାଉଥିଲା । କାର ସହ ଗଂଜେଇ ବି ଜଳି ପାଉଁଶ ହୋଇଯାଇଛି । ତେବେ…

ପୋଲିସ ଗାଡି ଧକ୍କାରେ ଜିଆର୍‌ଏସ୍‌ଙ୍କ ମୃତ୍ୟୁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ପଙ୍ଗାମ ନିକଟରେ ପୋଲିସ ଗାଡି ଧକ୍କାରେ ଜଣେ ଜିଆର୍‌ଏସ୍‌ଙ୍କ ମୃତ୍ୟୁ ହୋଇଛି । ତାଙ୍କ ନାଁ ବାଲାରାଜୁ ସାହୁ । ସେ ନାଏକଗୁଡା ପଂଚାୟତରେ ଜିଆର୍‌ଏସ୍ ଭାବେ କାମ କରୁଥିଲେ । ସେପଟେ ଏହି ଦୁର୍ଘଟଣାରେ ୩ଜଣ ପୋଲିସ କର୍ମଚାରୀ ଗୁରୁତର…

ପୋଲିସ-ନକ୍ସଲ ଗୁଳି ବିନିମୟ, ଦୁଇ ନକ୍ସଲ ନିହତ

ମାଲକାନଗିରି: ମାଲକାନିଗିରି ଜିଲ୍ଲା ସୀମାନ୍ତ ଚେର୍ଲାମଣ୍ଡଳ ଠାରେ ପୋଲିସ ନକ୍ସଲ ଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଦୁଇ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି । ସେମାନଙ୍କ ନିକଟରୁ ବହୁଳ ପରିମାଣରେ ଗୁଳି ବାରୁଦ ଜବତ କରିଛି ସୀମାନ୍ତ ପୋଲିସ । ମିଳିଥିବା ସୁଚନା ଅନୁଯାୟୀ,…

ମାଲକାନଗିରିରେ ସ୍ଥିତି ସୁଧୁରୁଛି

ମାଲକାନଗିରି: ମାଲକାନଗିରିରେ ସୁଧୁରୁଛି ବନ୍ୟା ପରିସ୍ଥିତି । ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟାରେ ସୁଧାର ଆସିଛି । ବନ୍ୟା ଲାଗି ଅନେକ ଅଂଚଳକୁ ଯୋଗଯୋଗ ବିଚ୍ଛିନ୍ନ ହୋଇଥିଲା । ଏବେ କିନ୍ତୁ ତାହା ସ୍ୱାଭାବିକ ହୋଇଛି । ପାଙ୍ଗାମ, ପେଟରୁ, କୋଙ୍ଗୁରକୋଣ୍ଡାରେ ପାଣି କମିଛିି ।…

ସର୍ଭିସ ରିଭଲଭରରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ

ଚିତ୍ରକୋଣ୍ଡା(ମାଲକାନଗିରି): ନିଜ ସର୍ଭିସ୍ ରିଭଲଭରରୁ ଗୁଳି ଫୁଟାଇ ଯବାନଙ୍କ ଆତ୍ମହତ୍ୟା । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ନିକଟ ବିଏସ୍ଏଫ୍ କ୍ୟାମ୍ପରେ ଘଟିଛି ଏହି ଅଘଟଣ । ଆତ୍ମହତ୍ୟା କରିଥିବା ଯବାନଙ୍କ ନାଁ ଶେଷ କର୍ଣ୍ଣ । ତାଙ୍କ ଘର ରାଜସ୍ଥାନରେ । ଚିତ୍ରକୋଣ୍ଡା ୯ ନମ୍ବର…

ଏନ୍‌କାଉଣ୍ଟରରେ ହାର୍ଡକୋର ମାଓବାଦୀ ମୃତ

ମାଲକାନଗିରି: ଆନ୍ଧ୍ର-ଓଡ଼ିଶା ସୀମାରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଏହି ଏନ୍‌କାଉଂଟରରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଛି । ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ସୀମାନ୍ତ ଆନ୍ଧ୍ରର ଗୁଜେଡି ଜଙ୍ଗଲରେ ଆଜି ସକାଳେ ମାଓବାଦୀ ଏବଂ ଆନ୍ଧ୍ରର ଗ୍ରେହାଉଣ୍ଡ ମଧ୍ୟରେ…

ନାଲି ଆଖି ଦେଖାଇଲେଣି ରାୟଗଡ଼ା ଓ ମାଲକାନଗିରି ଜିଲ୍ଲା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । ବିଭିନ୍ନ ଜିଲ୍ଲାରେ ସଂକ୍ରମଣ ମାଡ଼ି ମାଡ଼ି ଚାଲିଛି । ଗଞ୍ଜାମ ପରେ ଗଜପତି ଓ ଏବେ କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଜିଲ୍ଲା ରାଜ୍ୟ ପାଇଁ ଟେନସନ୍ । ସବୁଠୁ ଅଧିକ ଚିନ୍ତାର କାରଣ ହୋଇଛି ରାୟଗଡ଼ା ଓ…

ଲାଲଗଡରୁ ପୁଡୁଚେରୀ, ଚାଷୀ ପୁଅକୁ ଡକ୍ଟରେଟ୍ ଡିଗ୍ରୀ

ମାଲକାନଗିରି: ପାଠ ପଢିବା ପାଇଁ ମନରେ ଦୃଢ ଇଚ୍ଛ ଶକ୍ତି ଥିଲେ କେହି ବି ହାର ମାନେନି । ଏହାର ଉଦାହରଣ ପାଲଟିଛନ୍ତି ମାଲକାନଗିରିର ମାନ୍ୟନକୋଣ୍ଡାର ଗଣନାଥ ଖିଲ । ପିଲାଟି ବେଳରୁ ପାଠ ପଢିବା ନେଇ ବହୁ ବାଧାବିଘ୍ନ ଆସିଥିଲେ ସୁଦ୍ଧା ନିଜର ଅଦମ୍ୟ ଇଚ୍ଛା ବଳରେ ସେ ଆଜି ଡକ୍ଟରେଟ୍ ହାସଲ…

ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାବାସୀଙ୍କୁ ମନା

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲାକୁ ୧୩ ଜିଲ୍ଲାବାସୀଙ୍କୁ ପ୍ରବେଶ ମନା । ଜିଲ୍ଲାରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦେଖି ଏଭଳି କଟକଣା ଜାରି କରିଚନ୍ତି ମାଲକାନଗିରି ଜିଲ୍ଲା ପ୍ରଶାସନ । ଗଂଜାମ, କଟକ, ଭଦ୍ରକ, ଖୋର୍ଧା, ଯାଜପୁର, ନୟାଗଡ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦ୍ରାପଡା,…