Latest Odisha News

BREAKING NEWS

Browsing Tag

Mamata Banarjee

ପଶ୍ଚିମବଙ୍ଗରେ ଶାହାଙ୍କ ‘ଲଞ୍ଚ୍ ଡିପ୍ଲୋମେସି’, ଚିହିଁକି ଉଠିଲେ ମମତା

କୋଲକାତା: ଆସନ୍ତାବର୍ଷ ହେବ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ତେବେ ଏହା ପୂର୍ବରୁ ସେଠାରେ ରାଜନୀତି ଜୋର ଧରିଛି । ରାଜନୈତିକ ଦଳ ଗୁଡିକ ଏବେଠାରୁ ନିଜର ପ୍ରସ୍ତୁତି ଆରମ୍ଭ କରିସାରିଲେଣି । ଏହି କ୍ରମରେ ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି…

ବର୍ଷିଲେ ସୁପ୍ରିମକୋର୍ଟ, କହିଲେ ଚାଲି ପାରିବନି ପୋଲିସର ଦମନଲୀଳା

ନୂଆଦିଲ୍ଲୀ: ସାଧାରଣ ଲୋକଙ୍କୁ ପୋଲିସ କରିପାରିବନି ହଇରାଣ । ବ୍ୟକ୍ତିର ସ୍ୱାଧୀନତା ଉପରେ ଚାଲି ପାରିବନି ପୋଲିସର ଦମନଲୀଳା । ଅଦାଲତ ଫେସବୁକ ୟୁଜରଙ୍କ ମତକୁ ଆଧାର କରି ପୁଲିସ ଯାହା କରୁଛି ତାହା ନିନ୍ଦନୀୟ। ନିଜ ସୀମା ଭିତରେ ରହି କାମ କରିବା ଦରକାର ବୋଲି ସୁପ୍ରିମକୋର୍ଟ ଦେଶର ପୁଲିସ…

ହାଥ୍ରାସ୍ ଘଟଣାକୁ ନେଇ କହିଲେ ମମତା – “ଆଜି ମୁଁ ଜଣେ ହିନ୍ଦୁ ନୁହେଁ, ଦଳିତ ମଧ୍ୟ ।”

କୋଲକାତା: ଉତ୍ତରପ୍ରଦେଶ ହାଥ୍ରାସ୍ ବଳାତ୍କାର ଘଟଣାକୁ ନେଇ ରାସ୍ତାକୁ ଓଲ୍ହାଇଲେ ମମତା ବାନାର୍ଜୀ । 'ହାଥ୍ରାସ୍ ଭୟ' ନାମରେ କୋଲକାତାରେ ଏକ ବିରୋଧ ପ୍ରଦର୍ଶନ କରିବା ପରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଉତ୍ତରପ୍ରଦେଶର ବିଜେପି ସରକାର  'ଦଳିତ, ସଂଖ୍ୟାଲଘୁ ସମ୍ପ୍ରଦାୟ…

ଧାର୍ମିକ ସ୍ଥାନ ଗୁଡିକୁ ‘ମହା ତୀର୍ଥ ଭୂମି’ ରୂପେ ଚିହ୍ନଟ କରିବାକୁ ନିର୍ଦେଶ ଦେଲେ ମମତା

କୋଲକାତା: ପଶ୍ଚିମବଙ୍ଗର ଧାର୍ମିକ ସ୍ଥାନ ଗୁଡିକୁ 'ମହା ତୀର୍ଥ ଭୂମି' ବୋଲି ନାମିତ କରିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ପୁରୁଲିଆର ଡୁଲଘାଟାର ମନ୍ଦିର ଠାରୁ ଆରମ୍ଭ କରି ମାଲଦା ଜିଲ୍ଲା ବଙ୍ଗଳାର ହଜରତ ପାଣ୍ଡୁଆରେ ସାଧୁ ନୁର କୁଟ ବାଲାମଙ୍କ ସମାଧି ପର୍ଯ୍ୟନ୍ତ…

ମମତାଙ୍କ ବଡ଼ ଘୋଷଣା: ବ୍ରାହ୍ମଣ ପୁରୋହିତଙ୍କୁ ମିଳିବ ମାସିକ ଭତ୍ତା, ମାଗଣା ଗୃହ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବ୍ରାହ୍ମଣ ପୁରୋହିତମାନଙ୍କ ପାଇଁ ମାସିକ ଭତ୍ତା,ମାଗଣା ଗୃହ ଘୋଷଣା କରିଛନ୍ତି । ୨୦୨୧ ମସିହାରେ ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ମମତା "ଆପତ୍ତିଜନକ ରାଜନୀତି" କରୁଥିବା ଅଭିଯୋଗର ସମ୍ମୁଖୀନ ହେବାପରେ ଏହି ଘୋଷଣା କରିଛନ୍ତି।…

ପଶ୍ଚିମବଙ୍ଗରେ ଜୁଲାଇ ୩୧ ଯାଏ ବଢ଼ିଲା ଲକଡାଉନ୍

ପଶ୍ଚିମବଙ୍ଗରେ କରୋନା କାୟା ବିସ୍ତାର କରୁଛି । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଏଭଳି ସ୍ଥିତିରେ କରୋନା ଚେନ୍ ଭାଙ୍ଗିବା ପାଇଁ ପୁଣି ଥରେ ଲକଡାଉନ୍ ଅବଧିକୁ ମାସେ ବଢ଼ାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆସନ୍ତା ଜୁଲାଇ ୩୧ ଯାଏ ରାଜ୍ୟରେ ତାଲାବନ୍ଦ ଅବଧି…