ପ୍ରଚାର ବେଳେ ମମତା ବାନାର୍ଜୀଙ୍କ ଉପରେ ଆକ୍ରମଣ
କୋଲକାତା : ପଶ୍ଚିମବଙ୍ଗରେ ପୁଣି ନିର୍ବାଚନୀ ହିଂସା । ନନ୍ଦିଗ୍ରାମରେ ପ୍ରଚାର ସାରି ଫେରୁଥିବା ବେଳେ ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୪ ଜଣ ଲୋକ ତାଙ୍କ ଉପରେ ଆକ୍ରମଣ କରିଥିବା ସେ ଅଭିଯୋଗ କରିଛନ୍ତି । ଅଭିଯୋଗ ଅନୁସାରେ, ନନ୍ଦିଗ୍ରାମର…