Latest Odisha News

BREAKING NEWS

Browsing Tag

mamata benarji

ଲଗାତାର ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା

ପଶ୍ଚିମବଙ୍ଗ: ଟିଏମସି ମୁଖ୍ୟ ମମତା ବାନାର୍ଜୀ କ୍ରମାଗତ ତୃତୀୟ ଥର ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ସେ ଆଜି ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଜଗଦୀପ ଧନଖର ତାଙ୍କୁ ଶପଥ ପାଠ କରାଇଥିଲେ।