ଲଗାତାର ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା
ପଶ୍ଚିମବଙ୍ଗ: ଟିଏମସି ମୁଖ୍ୟ ମମତା ବାନାର୍ଜୀ କ୍ରମାଗତ ତୃତୀୟ ଥର ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ସେ ଆଜି ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।
ରାଜ୍ୟପାଳ ଜଗଦୀପ ଧନଖର ତାଙ୍କୁ ଶପଥ ପାଠ କରାଇଥିଲେ।