ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଖୋର୍ଦ୍ଧା: ଜଙ୍କିଆ ଥାନା ଛଣଗିରି ରାସ୍ତା କଡ଼ରୁ ଜଣେ ଯପୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କ ନାଁ ଶେଖ ସୁଲେମାନ । ଘର ଛଣଗିରି ଗାଁରେ । ତାଙ୍କୁ କେହି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।
ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା…