Latest Odisha News
Browsing Tag

Man Killed Wife

ସ୍ତ୍ରୀହନ୍ତା ସ୍ୱାମୀକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ ବାଲେଶ୍ୱର ଜିଲ୍ଲା ଜଜ୍

ବାଲେଶ୍ୱର: ବହୁଚର୍ଚ୍ଚିତ ବାଲେଶ୍ୱର ଖନ୍ତାପଡା ସୁକାନ୍ତି ନାୟକ ହତ୍ୟା ମାମଲାର ରାୟ ଶୁଣାଇଲେ ମାନ୍ୟବର ଜିଲ୍ଲା ଜଜ୍ । ସ୍ତ୍ରୀହନ୍ତା ସ୍ୱାମୀ ତଥା ଅଭିଯୁକ୍ତ ଯଦୁନାଥ ନାୟକଙ୍କୁ ମିଳିଲା ଜରିମାନା ସହ ଆଜୀବନ କାରାଦଣ୍ଡାଦେଶ । ୨୦୧୬, ଅଗଷ୍ଟ ୨୦ ତାରିଖ । ଖନ୍ତାପଡା ଥାନା ଅନ୍ତର୍ଗତ…

ସୈତାନ୍ ସ୍ୱାମୀ: ସ୍ତ୍ରୀ ବେକକୁ ବିୁଦ୍ୟତ ତାରରେ ଗୁଡ଼ାଇ ହତ୍ୟା

ବଲାଙ୍ଗିର: ପାରିବାରିକ କହଳ ନେଲା ଉଗ୍ର ରୂପ । ସ୍ୱାମୀ ସାଜିଲା ସୈତାନ୍ । ସାତ ଜନ୍ମର ସାଥିକୁ ତଣ୍ଟି ଚିପି ହତ୍ୟା କଲା । ବିଦ୍ୟୁତ ତାରରେ ବେକକୁ ଗୁଡ଼ାଇ ଅତି ନିର୍ମମ ଭାବରେ ହତ୍ୟା କରିଛି ସ୍ୱାମୀ । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଧାମନଡଙ୍ଗା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି ।…

ସ୍ତ୍ରୀକୁ ପଥରରେ ଛେଚି ମାରିବା ପରେ ଜୀବନ ହାରିଦେଲା ସ୍ୱାମୀ

ଗଞ୍ଜାମ: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀ ଆତ୍ମହତ୍ୟା କରିଥିବା ଅଭିଯୋଗ । ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ାଛେଲୁ କୁମ୍ଭାରସାହିରେ ଏହି ଘଟଣା ଘଟିଛି । ଗତକାଲି ରାତିରେ ଘଟିଛି ଏହି ଘଟଣା । ମୃତକ ହେଲେ ଗାଁର ପ୍ରଶାନ୍ତ ମୁଦୁଲି…