ଆମେରିକା ସଂସଦ ବିଲ୍ଡିଂ ଉପରେ ଆକ୍ରମଣ, ଜଣେ ପୋଲିସ ଅଫିସର ମୃତ
ୱାଶିଂଟନ୍: ୱାଶିଂଟନରେ ୟୁଏସ୍ କ୍ୟାପିଟଲ ବିଲ୍ଡିଂ (ଆମେରିକା ସଂସଦ ଭବନ) କମ୍ପ୍ଲେକ୍ସ ଉପରେ ଆକ୍ରମଣ ହୋଇଛି । ଏଥିରେ ଜଣେ ପୋଲିସ ଅଧିକାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଅଧିକାରୀ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଅନୁସାରେ, ଏକ କାର…