[ଦେଖନ୍ତୁ ଭିଡିଓ] ୨ବର୍ଷ ପରେ ଫେରିଲେ ମୃତ ଘୋଷିତ ସ୍ୱାମୀ , ପତ୍ନୀଙ୍କୁ କଲେ ଦ୍ୱିତୀୟ ବିବାହ
କୋରାପୁଟ : ନିଜ ପତ୍ନୀଙ୍କୁ ଦ୍ୱିତୀୟ ଥର ପାଇଁ ବିବାହ କଲେ ସ୍ୱାମୀ । ହେଲେ କାହିଁକି ? ଏଭଳି ପ୍ରଶ୍ନ ସମସ୍ତଙ୍କ ମନରେ । ଜଣେ ବ୍ୟକ୍ତି ନିଜ ପତ୍ନୀଙ୍କୁ ଦ୍ୱିତୀୟ ଥର ପାଇଁ ବିବାହ କରିଛନ୍ତି ।
ହଠାତ୍ ଦୁଇ ବର୍ଷ ହେବ ମୃତ ସ୍ୱାମୀ ଜୀବନ୍ତ ଫେରିଥିଲେ । ଗାଁ ଲୋକ ଏହା ଦେଖି ହତବାକ୍…