Latest Odisha News

BREAKING NEWS

Browsing Tag

Man

ଖାଇବା ପ୍ଲେଟ୍‌ରୁ ବାହାରିଲା ମଲା ମୂଷା; କମ୍ପାନୀ ନାଁରେ ମାମଲା ରୁଜୁ

ନୂଆଦିଲ୍ଲୀ: ବିଶ୍ବର ବିଭିନ୍ନ ସ୍ଥାନରୁ ଖାଦ୍ୟ ସାମଗ୍ରୀକୁ ନେଇ ଅନେକ ବିଚିତ୍ର ଘଟଣା ସବୁ ଦେଖିବାକୁ ମିଳେ। ଏପରି ଏକ ମାମଲା ସାମ୍ନାକୁ ଆସିଛି ଯେଉଁଠାରେ ଜଣେ ବ୍ୟକ୍ତିଙ୍କ ଖାଦ୍ୟ ପ୍ଲେଟରେ ଏକ ମଲା ମୂଷାର ଚର୍ମ ଦେଖିବାକୁ ମିଳିଥିବା ଖବର ସାମ୍‌ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଏହି…

ପ୍ରଧାନମନ୍ତ୍ରୀଙ୍କ ସହ ଭେଟିବାକୁ ୬୩ବର୍ଷୀୟ ବୃଦ୍ଧଙ୍କ ୭୫୦ କିଲୋମିଟର ପଦଯାତ୍ରା

ଦିଲ୍ଲୀ: ପାଦରେ ଚାଲି ଚାଲି ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ୬୩ବର୍ଷୀୟ ବୃଦ୍ଧ। ମଧ୍ୟପ୍ରଦେଶର ସାଗର ଜିଲ୍ଲାର ଜଣେ ବୃଦ୍ଧ ୭୫୦ କିଲୋମିଟର ପଦଯାତ୍ରା କରି ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିଲେ। ଏହି ଯାତ୍ରା ସେ ୨୨ଦିନରେ ଅତିକ୍ରମ କରିଛନ୍ତି। ପିପାରିଆ ଗାଁର…

ଗଛ ମଣିଷ ବୁଦ୍ଧିଆ ସେଠୀ

ରାୟଗଡା: କମିବାରେ ଲାଗିଛି ପ୍ରାକୃତିକ ଜଙ୍ଗଲ । କାୟା ବିସ୍ତାର କରୁଛି କଂକ୍ରିଟ୍ ଦୁନିଆ । ସବୁଜିମା ପ୍ରକୃତି ବଦଳରେ ଆଜିର ଆଧୁନିକ ସମାଜ ଚିକମିକ୍ ଲମ୍ବାଲମ୍ବା ବିଲ୍ଡିଂକୁ ଅଧିକ ପ୍ରାଧାନ୍ୟ ଦେଉଛି । କଟା ଚାଲିଛି ଗଛ, ନିର୍ମିତ ହେଉଛି ସୁଉଚ୍ଚ ଅଟ୍ଟାଳିକା । ହେଲେ ଏହାରି ଭିତରେ ଜଣେ…

୮୯ ବର୍ଷ ବୟସ ପର୍ଯ୍ୟନ୍ତ ଖାଇନଥିଲେ ଭାତ, ଆଉ ତା ପରେ…

କେରଳ: ଭାରତର ଅଧିକାଂଶ ପ୍ରାନ୍ତରେ ଭାତ ହେଉଛି ପ୍ରମୁଖ ଖାଦ୍ୟ । କିଛି ଲୋକ ଭାତକୁ ପ୍ରମୁଖ କିମ୍ବା ଆଂଶିକ ମାତ୍ରାରେ ଖାଦ୍ୟ ରୂପେ ଗ୍ରହଣ କରିବାକୁ ପସନ୍ଦ କରିଥାନ୍ତି । ସେହିଭଳି କେରଳରେ ଦିନକୁ ତିନିଥର ଭାତକୁ ଖାଦ୍ୟ ରୂପେ ଲୋକେ ଗ୍ରହଣ କରିଥାନ୍ତି । ହେଲେ କେରଳ ଭଳି ରାଜ୍ୟରେ ଜଣେ…

୪୦୦ କରୋନା ସଂକ୍ରମିତଙ୍କ ଅନ୍ତିମ ସଂସ୍କାର କରି ମୁଁ ଥକିପଡିଲିଣି !

ଆସାମ: ଶେଷକୃତ୍ୟ ସମ୍ପନ୍ନ କରିବା ସହଜ କଥା ନୁହେଁ । ହେଲେ ଯଦି କରୋନା ସଂକ୍ରମିତଙ୍କ ଅନ୍ତିମ ସଂସ୍କାର କଥା ଉଠେ, ସେଠି କଣ କରିବେ ଆପଣ? ଏହି ମାମଲାରେ କିନ୍ତୁ ପଛଘୁଂଚା ଦେଇନଥିଲେ ୪୩ ବର୍ଷୀୟ ରାମାନନ୍ଦ ସରକାର । ବିନା ଦ୍ୱିଧାରେ ସେ ୪୦୦ରୁ ଅଧିକ କରୋନା ସଂକ୍ରମିତଙ୍କ ଶେଷକୃତ୍ୟୁ…

୨ କିଲୋ ବାଲି ପାଇଁ ୮୬ ହଜାର ଟଙ୍କା, ୬ ବର୍ଷ ସଶ୍ରମ କାରାଦଣ୍ଡ !

ଭୁବନେଶ୍ୱର: ୮୬ ହଜାର ଟଙ୍କା । କାହା ପାଇଁ କମ୍‌, କାହା ପାଇଁ ଅଧିକ । ହେଲେ ଜରିମାନା ଲାଗିଲେ ଏହି ଅର୍ଥ ଅତ୍ୟଧିକ ବୋଧ ହୁଏ । ସାମାନ୍ୟ ବାଲି ପାଇଁ ଯଦି ମୋଟା ଅଙ୍କର ଜରିମାନା ଓ ଜେଲ ଦଣ୍ଡାଦେଶ ମିଳେ, ତେବେ କ’ଣ କରିବେ ଆପଣ ? ଇଟାଲୀରେ ସାମ୍ନାକୁ ଆସିଛି ଏପରି ଏକ ଅଜବ ଘଟଣା ।…

[ଭିଡିଓ] ମାଲିକ ଓ ପୋଷା କୁକୁରର ନିଆରା ଯୁଗଳବନ୍ଦୀ !

ଭୁବନେଶ୍ୱର: ସଙ୍ଗୀତରେ ଅନେକଥର ଆପଣ ଯୁଗଳବନ୍ଦୀ ଦେଖିଥିବେ ଆଉ ଉପଭୋଗ ବି କରିଥିବେ । ହେଲେ ମଣିଷ ସହ ଯଦି ଜଣେ ପଶୁ ଗୀତ ଗାଏ, ତେବେ ଏହାକୁ ଆପଣ କିପରି ଗ୍ରହଣ କରିବେ ? ଏପରି ଏକ ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି । କମେଡିଆନ୍ ରୋହିତ ନାୟର ଏହି ଭିଡିଓଟିକୁ ସୋସିଆଲ୍…

ପୁଣି ଚର୍ଚ୍ଚାରେ ନିଜାମୁଦ୍ଦିନ ମର୍କଜ; ପ୍ରଥମେ କରୋନାକୁ ନିମନ୍ତ୍ରଣ ଏବେ ଆତ୍ମହତ୍ୟା ଉଦ୍ୟମ !

ନୂଆଦିଲ୍ଲୀ: ନିଜାମୁଦ୍ଦିନ ମର୍କଜ ଧାର୍ମିକ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ଜଣେ ବ୍ୟକ୍ତି ବୁଧବାର ଆତ୍ମହତ୍ୟା ଉଦ୍ୟମ କରିଛି । ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ସେହି ବ୍ୟକ୍ତି ଷଷ୍ଠ ମହଲାରୁ ଡେଇଁବାକୁ ଚେଷ୍ଟା କରିଥିଲା । ସଂପୃକ୍ତ ବ୍ୟକ୍ତି…

ପତ୍ନୀଙ୍କ ସହ ଝଗଡା ପରେ କାଠଯୋଡିକୁ ଡେଇଁ ପଡିଲେ ଯୁବକ

କଟକ: ନିଜ ଧର୍ମପତ୍ନୀଙ୍କ ସହ ଝଗଡା କରିବା ପରେ ଜଣେ ଯୁବକ ବୁଧବାର ଦିନ କାଠଯୋଡି ନଦୀ ମଧ୍ୟକୁ ଡେଇଁ ପଡିଥିବା ନେଇ ଅଭିଯୋଗ ହୋଇଛି । ପ୍ରାପ୍ତ ସୂଚନାନୁଯାୟୀ ନିଆଳି ଥାନା ଅନ୍ତର୍ଗତ କରଞ୍ଜିଆ ଗ୍ରାମର ଜଗଦାନନ୍ଦ ଏକ ବାଇକରେ ପତ୍ନୀ ଓ ଛୁଆ ସହ ଭୁବନେଶ୍ୱର ଅଭିମୁଖେ ଯାଉଥିଲେ । ଏହି ସମୟରେ…