Latest Odisha News

BREAKING NEWS

Browsing Tag

Manabasa gurubar

ଉତ୍କଳୀୟ ଆଧ୍ୟାତ୍ମିକ ଚେତନାରେ ଧାନମାଣିକା

 ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ 'ପର୍ବପର୍ବାଣୀ' ପର୍ବ ବହୁଳ ଉତ୍କଳରେ ମାର୍ଗଶୀର/ପୁଷ ମା‌ସର 'ମାଣବସା ଗୁରୁବାର' ଏକ ବିଶିଷ୍ଟ ପର୍ବ । ଓଡ଼ିଆ ଘରଣୀର ଧନର ଅଧିଷ୍ଠାତ୍ରୀ ଦେବୀ ଲକ୍ଷ୍ମୀଙ୍କ ପୂଜା ଆରାଧନାର ପ୍ରକୃଷ୍ଟ ସମୟ । ଲକ୍ଷ୍ମୀ ପୁରାଣ ବର୍ଣ୍ଣିତ ଶ୍ରୀୟା ଚଣ୍ଡାଳୁଣୀର ଚରିତ୍ର…

ମାର୍ଗଶୀର ଗୁରୁବାର ମାଣବସା ଓଷା

(ମାଣବସାକୁ କୁମାର ଭୀମସେନଙ୍କ ସ୍ବତନ୍ତ୍ର ଉପସ୍ଥାପନା) ମାଣବସା ଓଷା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର…

ଆରମ୍ଭ ହେଲା ମାର୍ଗଶିର ମାସର ମାଣବସା ଗୁରୁବାର ପୂଜା

ଭୁବନେଶ୍ୱର: ଆରମ୍ଭ ହୋଇଛି ଓଡ଼ିଆ ଘରର ମାଣବସା ଓଷା । ଏହା ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ସାଧବା ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ…

ମାଣବସା ଗୁରୁବାରକୁ ନେଇ କ’ଣ ରହିଛି ପୌରାଣିକ କଥାବସ୍ତୁ, ଜାଣନ୍ତୁ…

ଭୁବନେଶ୍ୱର: ଓଡ଼ିଆ ଘରର ଅନ୍ୟତମ ପର୍ବପର୍ବାଣି ମଧ୍ୟରେ ରହିଛି ମାଣବସା ଓଷା । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ। ଏହି ପର୍ବ ହେଉଛି ଓଡିଶା ଏବଂ ଓଡ଼ିଆ ମାନଙ୍କ ର ନିଜସ୍ୱ ପର୍ବ ।…