ତ୍ୱଚା ଓ କେଶ ପାଇଁ ଉପକାରୀ ଆମ୍ବ
ଖରା ଦିନରେ ଆମ୍ବ ପ୍ରଚୁର ପରିମାଣରେ ମିଳିଥାଏ । ପିଲାଠୁ ବୁଢ଼ା ସମସ୍ତେ ଆମ୍ବ ଖାଇବାକୁ ପସନ୍ଦ କରିଥାଆନ୍ତି । ଆମ୍ବ ପାଟିକୁ ସ୍ୱାଦିଷ୍ଟ ଲାଗିବା ସହ ପୁଷ୍ଟିକରରେ ପରିପୂର୍ଣ୍ଣ । ଆମ୍ବରେ ଫାଇବର, ପ୍ରୋଟିନ୍, ଭିଟାମିନ୍ ସି, ଭିଟାମିନ୍ ଏ, ପୋଟାସିୟମ, ଭିଟାମିନ୍ ବି୧୬ ରହିଛି । ଆମ୍ବ…